27 ଜିସୁ ଡଙ୍ଗାଇଅନି ଉତର୍ଲା ଦାପ୍ରେ, ସେ ନଅରର୍ ଗଟେକ୍ ଡୁମାଦାର୍ଲା ଲକ୍ ତାକେ ବେଟ୍ଅଇଲା । ସେ ବେସି ଦିନେଅନି କାଇଟା ନ ପିନ୍ଦିକରି ଗରେ ନ ରଇ, ମସ୍ନେ ରଇତେ ରଇଲା ।
ସିରିଆ ଦେସର୍ ଗୁଲାଇବାଟେ ତାର୍ ନାଉଁ ଜାନ୍ଲାଇ ଆରି ଲକ୍ମନ୍ ଡୁମା ଦାରିରଇବା, ମୁର୍ଚା ଅଇରଇବା, ଚେରେଙ୍ଗ୍ ଦାରି ରଇବା ଆରି ବିଆଦି ଦାରିରଇଲା ଲକ୍ମନ୍କେ ତାର୍ଲଗେ ଆନ୍ଲାଇ । ସେ ସବୁକେ ନିକ କଲା ।
ଆରି ଲକ୍ମନ୍ ଜିସୁର୍ ଲଗେ ଆସିକରି ସେ ଡୁମା ଦାରି ରଇଲା ଜନ୍ଲକ୍କେ କି ଆଗ୍ତୁ ବାଇନି ଡୁମା ଦାରିରଇଲା, ସେ ଲକ୍ ନିମାନ୍ ଲୁଗା ପିନ୍ଦିକରି ନିକ ଲକର୍ପାରା ବସିରଇବାଟା ଦେକି ଡରିଗାଲାଇ ।
ପଚେ ଜିସୁ ଆରି ତାର୍ ସିସ୍ମନ୍ ଗାଲିଲି ମୁଆଟର୍ ସେପାଟେ ଗରାସିୟମନର୍ ଜାଗାଇ କେଟ୍ଲାଇ ।
ସେ ଜିସୁକେ ଦେକି କିର୍କିରି ତାର୍ ପାଦେ ଅଦ୍ରି, ଆଉଲିଅଇ କଇଲା, “ଏ ବେସି ବପୁର୍ସଙ୍ଗ୍ ରଇବା ପର୍ମେସରର୍ ପଅ ଜିସୁ, ମର୍ ଲଗେ ତମର୍ କାଇ କାମ୍ ଆଚେ ? ମୁଇ ତମ୍କେ ବାବୁଜିଆ କରି କଇଲିନି, ମକେ କସ୍ଟ ନ ଦିଆ ।”