44 ସେ ପଚ୍ବାଟେଅନି ଆସି ଜିସୁର୍ ଲୁଗା ଜାଲି ଚିଇଲା । ଚିଇଲା ଦାପ୍ରେ ତାର୍ ବନି ଜିବାଟା ତେବ୍ଲା ।
ଏନ୍ତି କି ପାଉଲ୍ ପୁଚିଅଇବା ଉର୍ମାଲ୍ ଆରି ବସ୍ତର୍ ରଗିମନର୍ ଲଗେ ନେଲେ, ସେମନ୍ ନିମାନ୍ ଅଇତେ ରଇଲାଇ । ସେମନର୍ ଗାଗ୍ଡେଅନି କାରାପ୍ ଆତ୍ମାମନ୍ ସବୁ ବାରଇଜାଇତେ ରଇଲାଇ ।
ମାତର୍ ସେ ନିମାନ୍ ଅଇଲା ଲକ୍ ଜିସୁ କେ ବଲି ଚିନି ନରଇଲା, କାଇକେ ବଇଲେ ସେ ଜାଗାଇ ବେସି ଲକ୍ମନ୍ ରଇଲାଇଜେ, ଜିସୁ ତେଇଅନି ବିନେ ପିସ୍ଲି ଉଟିଜାଇରଇଲା ।
ଜିସୁ ସେ ମାଇଜିର୍ ଉପ୍ରେ ଆତ୍ ସଙ୍ଗଇଲା । ସେ ମାଇଜି ସେ ଦାପ୍ରେସେ ସଲକ୍ ଅଇ ପର୍ମେସର୍କେ ମଇମା କର୍ବାର୍ ଲାଗ୍ଲା ।
ପଚ୍ବାଟେ ଜିସୁର୍ ପାଦ୍ଲଗେ ଟିଆଅଇ ଆଁସୁ ଜରାଇ ଜରାଇ ତାର୍ ଆଁସୁ ପାନି ସଙ୍ଗ୍ ଜିସୁର୍ ପାଦ୍ ବିଜାଇକରି ତାର୍ ଚେଣ୍ଡିସଙ୍ଗ୍ ସେଟା ପୁଚ୍ବାର୍ ଦାର୍ଲା । ଆରି ତାର୍ ପାଦେ ଚୁମି ଚୁମି କରି ସେ ଚିକନ୍ ଲାଗାଇବାର୍ ଦାର୍ଲା ।
ଆରି ସେ ଜେତେକ୍ ଜେତେକ୍ ଗାଉଁ, ସଅର୍ ଆରି ପୁଟ୍ ମନ୍କେ କେଟ୍ଲା, ଲକ୍ମନ୍ ସେ ସବୁ ଜାଗାଇ ଆଟ୍ ବଜାର୍ମନ୍କେ ରଗିମନ୍କେ ସଙ୍ଗଇଦେଇ, ସେମନ୍ ତାର୍ ଲୁଗା ଅଁଟିଟାନେ ଚିଇବୁ ବଲି ଜୁଆର୍ବିଆର୍ କଲାଇ । ଜେତେକ୍ ଲକ୍ ତାକେ ଚିଇଲାଇ, ସବୁଲକ୍ ନିକ ଅଇଲାଇ ।
ଜିସୁ ସେମନର୍ ପାଇ ଦୟା ଅଇ, ତାକର୍ ଆଁକି ଚିଇଲା । ସେ ଦାପ୍ରେସେ ସେମନ୍ ଦେକିପାର୍ଲାଇ ଆରି ଜିସୁର୍ ପଚେ ପଚେ ଗାଲାଇ ।
ତେଇ ଜିସୁ ଆତ୍ ଲାମାଇ ତାକେ ଚିଇ କଇଲା, “ମୁଇ ମନ୍ କଲିନି, ସୁକଲ୍ ଅ ।” ଜିସୁ ଏତ୍କି କଇଲା ଦାପ୍ରେ ସେ ଲକ୍ ବଡ୍ ରଗେଅନି ନିକ ଅଇଲା ।
ପେରିତ୍ ସିସ୍ମନର୍ କାମ୍ ଅଦିକ୍ ବଡି ବଡି ଗାଲା । ଏନ୍ତିକି ପିତର୍ ଇଣ୍ଡିଗାଲାବେଲେ ତାର୍ ଚାଇଆଲେ ଅଲପ୍ ପଡବଲି ଲକ୍ମନ୍ ରଗିମନ୍କେ ବଇଆନି ବାଟ୍ପାଲି କଟେ ଆରି ଟାଟିମନ୍ ଅଚାଇକରି ସୁଆଇ ଦେଇତେ ରଇଲାଇ ।
ତେଇ ଗଟେକ୍ ମାଇଜି ଜିସୁର୍ ପଚ୍ବାଟେ ଆଇଲା । ତାକେ ବାର ବରସ୍ ଜାକ ବନି ଜାଇତେ ରଇବା ରଗ୍ ଅଇରଇଲା । ସେ ମାଇଜି ପଚେ ଜାଇ ଜିସୁର୍ ଲୁଗା ଚିଇଲା ।
ସେଡ୍କିବେଲେ ବାର ବରସ୍ ଦାରି ବନି ଜାଇତେ ରଇବା ଗଟେକ୍ ରଗିନି ମାଇଜି ରଇଲା । ନିଜର୍ ସବୁଡାବୁ ସାରାଇକରି ମିସା କାର୍ ଲଗେ ଜାଇ ନିକ ଅଇ ନାପାର୍ଲା ।
ତେଇ ଜିସୁ କଇଲା, “କେ ମକେ ଚିଇଲା ?” ମାତର୍ ସବୁ ଲକ୍ ନାଇ ବଲି କଇଲାଇଜେ, ପିତର୍ କଇଲା, “ଏ ଗୁରୁ ଲକ୍ମନ୍ ମାଣ୍ଡାଚୁଣ୍ଡାଅଇ ତମର୍ ଉପ୍ରେ ଡାବିଅଇଆଇଲାଇନି ।”