49 ସେ ଏ କାତା କଇବା ବେଲେ ଜିଉଦିମନର୍ ପାର୍ତନା ଗରର୍ ମୁକିଆ ଜାଇରସର୍ ଗରେଅନି ଗଟେକ୍ ଲକ୍ ଆସି କଇଲା, “ତମର୍ ଟକି ମରିଗାଲାବେ, ଗୁରୁକେ ଆରି କସ୍ଟ ଦିଆସ୍ ନାଇ ।”
ତେଇ ଜିସୁ ତାକର୍ ସଙ୍ଗ୍ ଗାଲା । ସେ ଗରେ କେଟ୍ବାକେ କଣ୍ଡେକ୍ ଦୁର୍ ରଇଲାକେ, ସଏଟା ସନିଅମନର୍ ମୁକିଆ ଲକ୍ମନ୍କେ ପାଟାଇ ତାକେ କଇଲା, “ମାପ୍ରୁ, କସ୍ଟ ଉଆନାଇ, କାଇକେବଇଲେ ତମେ ଜେ ମର୍ ଗରେ ପାଦ୍ ପାକାଇସା, ମର୍ ଏନ୍ତାରି ବାଗିଅ ନାଇ ।
ଆରି ବିତ୍ରେଅନି ସେ କଇସି, ମକେ କସ୍ଟ ଦିଆନାଇ, କାପାଟ୍ ଡାବ୍ଲୁବେ, ଆରି ମର୍ସଙ୍ଗ୍ ମର୍ ପିଲାମନ୍ ସଇଆଚତ୍ । ତମ୍କେ ଉଟିକରି ଦେଇନାପାରି ।
ଜିସୁ ସେମନ୍କେ ଏ ସବୁ କାତା କଇଲା ବେଲେ, ଦେକା ଗଟେକ୍ ଜିଉଦିମନର୍ ପାର୍ତନା ଗରର୍ ନେତା ଜିସୁର୍ ଲଗେ ଆସି ମାଣ୍ଡିକୁଟା ଦେଇ କଇଲା, “ମର୍ ଟକି ଏବେସେ ମରିଗାଲା ଆଚେ, ମାତର୍ ତୁଇ ଆସି ତାର୍ ଉପ୍ରେ ଆତ୍ ସଙ୍ଗଇଲେ ସେ ବଁଚ୍ସି ।”
ସେମନ୍ କାଇଟା ବଲି କଇଲାଇନି, ଏଟା ଜାନିକରି ଜିସୁ କଇଲା, “ତାକେ କାଇକେ ତମେ ଅଇରାନ୍ କଲାସ୍ନି ? ସେ ମର୍ ପାଇ ଗଟେକ୍ ନିକ ଆରି ସୁନ୍ଦର୍ କାମ୍ କଲାଆଚେ ।”
ସେଡ୍କିବେଲେ ଜିଉଦିମନର୍ ପାର୍ତନା ଗରର୍ ମୁକିଅ, ଜାଇରସ୍ ନାଉଁର୍ ଗଟେକ୍ ଲକ୍ ଆସି ଜିସୁକେ ଦେକି ତାର୍ ଗଡ୍ତଲେ ଅଦର୍ଲା ।