21 ତେଇ ଜିସୁ ଏଟା କାକେ ନ କଇବାପାଇ ସେମନ୍କେ ଜାଗ୍ରତ୍କରି ତିଆର୍ଲା ।
ସେ ମସିଅ ବଲି କାକେ ନ କଇବାକେ, ସିସ୍ମନ୍କେ ଡାଟ୍କଲା ।
ସେମନ୍ ଡଙ୍ଗ୍ରେଅନି ଉତ୍ରି ଆଇଲା ବେଲେ ଜିସୁ ସେମନ୍କେ ଆଦେସ୍ ଦେଇ କଇଲା, “ନର୍ପିଲା ମୁଇ ମଲାଟାନେଅନି ଆରିତରେକ୍ ନ ଉଟ୍ବା ଜାକ ଏ ଦେକ୍ଲା କାତା ତମେ କାକେ କୁଆ ନାଇ ।”
ଜିସୁ ତାକେ କଇଲା, “ସୁନ୍, ତୁଇ କେନ୍ତିଅଇ ନିକ ଅଇଲୁସ୍, ଏ କାତା କାକେ ମିସା କ ନାଇ, ମାତର୍ ସିଦା ପୁଜାରିର୍ ଲଗେ ଜାଇକରି ନିଜ୍କେ ଦେକାଇ ଅ, ଆରି ତୁଇ ନିକ ଅଇ ଆଚୁସ୍ ବଲି ସବୁ ଲକର୍ ଟାନେ ଜାନାଇଅଇବାକେ ମସାର୍ ନିୟମ୍ ଇସାବେ ପର୍ମେସର୍କେ ସର୍ପିଦେସ୍ ।”
ଜିସୁ କଇଲା ଦାପ୍ରେ କାଣାମନ୍ ଆଁକି ଦେକିପାର୍ଲାଇ । ଆରି ଜିସୁ, ସେମନ୍କେ ଡାଟ୍କରି, “ଏ ବିସଇ କାକେ ମିସା କୁଆ ନାଇ ।” ବଲି କଇଲା ।