ଲୁକ୍ 9:26 - ସତିଅର୍ ବାଟ୍ ନୁଆ ନିୟମ୍ 202026 ତେବେ କେ ମିସା ମର୍ପାଇ ଆରି ମର୍ ବାକିଅର୍ ଲାଜ୍ ଅଇସି, ଜେଡ୍କିବେଲେ ପର୍ମେସର୍ ପାଟାଇରଇବା ନର୍ପିଲା ମୁଇ ନିଜର୍ ଆରି ବାବାର୍, ଆରି ସୁକଲ୍ ଦୁତ୍ମନର୍ ମଇମାସଙ୍ଗ୍ ବାଉଡି ଆଇବି, ସେଡ୍କିବେଲେ ତାର୍ ବିସଇ ନେଇ ଲାଜ୍ଅଇବି । Gade chapit la |
ମାତର୍ ଜେ ମର୍ସଙ୍ଗ୍ ଆଇବାକେ ଡର୍ବାଇ, ଆରି ବିସ୍ବାସ୍ ନ କରତ୍, ଜାର୍ ଚଲାଚଲ୍ତି କାରାପ୍, ଜେ କି ନର୍ମାରୁମନ୍ ଆଚତ୍, ଜନ୍ ଲକ୍ମନ୍ କାରାପ୍ ରିତିନିତି ଅବିଆସ୍ କର୍ବାଇ, ଜନ୍ଲକ୍ମନ୍ ମଁତର୍ ଜଁତର୍ କର୍ବାଇ ଆରି ଜନ୍ ଲକ୍ମନ୍ ମିଚ୍ ଦେବ୍ତାମନ୍କେ ଜୁଆର୍ କର୍ବାଇ, ଆରି ଜେତ୍କି ସବୁ ମିଚୁଆମନ୍ ରଇବାଇ, ତାକର୍ ସେସର୍ ବେଲା ଏନ୍ତାରି ଅଇସି । ସେମନ୍କେ ଲାଗ୍ତେରଇବା ଗନ୍ଦ୍ଟାନେ ପିଙ୍ଗା ଅଇସି । ସେଟା ଅଇଲାନି ପଚର୍ ମରନ୍ ।