ଲୁକ୍ 9:33 - ସତିଅର୍ ବାଟ୍ ନୁଆ ନିୟମ୍ 202033 ମସା ଆରି ଏଲିୟ ବାରଇ ଜିବା ବେଲେ ପିତର୍ ଜିସୁକେ କଇବାର୍ ଦାର୍ଲା, “ଏ ଗୁରୁ, ଆମେ ତା ଏ ଜାଗାଇ ଆଚୁ, ଏଟା ନିକ ଜାଗା, ଇତି ତିନ୍ଟା କୁଡିଆ ତିଆର୍ କରୁ । ତମର୍ପାଇ ଗଟେକ୍, ମସାର୍ପାଇ ଗଟେକ୍ ଆରି ଏଲିୟର୍ପାଇ ଗଟେକ୍ ।” ମାତର୍ ସେ କାଇଟା କଇଲାନି, ସେଟା ସେ ଜାନିନାପାର୍ଲା । Gade chapit la |