ଲୁକ୍ 9:39 - ସତିଅର୍ ବାଟ୍ ନୁଆ ନିୟମ୍ 202039 ଦେକା, ତାକେ ଗଟେକ୍ ଡୁମା ଦାର୍ସି, ଆରି ସେ ଅଟାତ୍ କିର୍କିରି ଉଟ୍ସି, ତାକେ ସେ ଏନ୍ତି ମଡିପାକାଇସିଜେ, ତାର୍ ମୁଏଅନି ପେପୁଲ୍ ବାରଇଜାଇସି, ଆରି ସେ ତାକେ କଣ୍ଡିଆବଣ୍ଡିଆ କରି ତାର୍ଟାନେଅନି କସ୍ଟେ ବାରଇଜାଇସି । Gade chapit la |
ସଇତାନ୍ ଅଇଲାନି ତମର୍ ବାବା । ଆରି ତମେ ସେ କର୍ବା କାରାପ୍ କାମ୍ମନ୍ କର୍ବାକେ ମନ୍ କଲାସ୍ନି । ସେ ଆଗ୍ତୁଅନି ଲକ୍ମନ୍କେ ନସ୍ଟ କଲାନି, ଆରି ସେ ସତ୍ ବିସଇ ଗିନ୍ କଲାନି । ତାର୍ତେଇ ସତ୍ ବିସଇ ନାଇ । ଜେଡେବେଲା ସେ ମିଚ୍ କଇଲାନି, ସେବେଲା ସେ ନିଜର୍ ଗୁନ୍ ଚଲନ୍ଅନି ସେନ୍ତି କଇଲାନି । କାଇକେ ବଇଲେ ସେ ମିଚ୍ କଇବା ଲକ୍, ଆରି ମିଚ୍ କଇବା ଲକ୍ମନର୍ ବାବା ।