43 ତେଇ କେବେ ଦେକି ନ ରଇବା ପର୍ମେସରର୍ ବପୁ ଦେକି ସବୁଲକ୍ କାବା ଅଇଗାଲାଇ ।
ସିସ୍ମନ୍ ଗାଲିଲିତେଇ ରୁଣ୍ଡ୍ଲା ପଚେ ଜିସୁ ସେମନ୍କେ କଇଲା, “ନର୍ପିଲା ମୁଇ ଲକ୍ମନ୍କେ ସର୍ପି ଅଇବାର୍ ଗାଲିନି ।
ଆମର୍ ମାପ୍ରୁ ଜିସୁକିରିସ୍ଟ ତାର୍ ସବୁ ବପୁର୍ସଙ୍ଗ୍ ବାଉଡି ଆଇସି ବଲି ତମ୍କେ କଇରଇଲୁ । ସେଟା ବିନ୍ ଲକ୍ ତାକର୍ ଚାଲାକିକରି ତିଆର୍କଲା ଗଟେକ୍ କାତାନି ନଏଁ ।
ସେ ସିସ୍ମନ୍କେ କଇଲା, “ତମର୍ ବିସ୍ବାସ୍ କେନେ ଅଇଲା ?” ମାତର୍ ସେମନ୍ ଡରିକରି କାବାଅଇ ନିଜେ ନିଜେ କଇବାର୍ ଦାର୍ଲାଇ । “ତେବେ ଏ କେ ଜେ ପବନ୍ ଆରି ପାନିକେ ମିସା ଆଦେସ୍ ଦେଲା ଦାପ୍ରେ, ସେଟା ସବୁ ତାର୍ ଆଦେସ୍ ମାନ୍ବାଇ ।”
ତେଇ ରଇଲା ସବୁଲକ୍ କାବା ଅଇଜାଇକରି ପର୍ମେସରର୍ ମଇମା କର୍ବାର୍ ଦାର୍ଲାଇ ଆରି ମାପ୍ରୁର୍ ଚକିତ୍ କାମ୍ ଦେକି, “ଆଜି ଆମେ କେବେ ନ ଅଇଲାଟା ଦେକ୍ଲୁ !” ବଲି କଇଲାଇ ।
ତେଇ ସବୁଲକ୍ କାବାଅଇକରି ତାକର୍ ତାକର୍ ବିତ୍ରେ କୁଆବଲା ଅଇଲାଇ, “ଏଟା କାଇ କାତା, ସେ ବପୁ ଆରି ଅଦିକାର୍ ସଙ୍ଗ୍ ଡୁମାମନ୍କେ ମିସା ଆଦେସ୍ ଦେଲାନି । ସେମନ୍ ମିସା ବାରଇ ଗାଲାଇନି ।”
କାଇକେବଇଲେ ତେଇ ସେମନ୍ ଏତେକ୍ ମାଚ୍ ଦାରିରଇଲାଇଜେ, ସେଟା ଦେକି ସିମନର୍ ସଙ୍ଗାରିମନ୍ କାବାଅଇଗାଲାଇ ।
ଆରି, ସେ ସେମନର୍ ଲଗେ ଜାଇ ଡଙ୍ଗାଇ ଚଗ୍ଲା, ଆରି ପବନ୍ ବନ୍ଦ୍ ଅଇଲା । ତେଇ ସେମନ୍ ମନେ ମନେ କାବା ଅଇଗାଲାଇ,
ପିଲା ଆଇବାବେଲେ କାର୍ ଆତ୍ମା ତାକେ ବୁଏଁ ଆପ୍ଟିଦେଇ ମଡିପାକାଇଲା, ସେ ଆତ୍ମାକେ ଜିସୁ ଦମ୍କାଇଲା ଆରି ପିଲାକେ ନିକକରି ତାର୍ ବାବାକେ ସର୍ପିଦେଲା ।
ସେ ଦାପ୍ରେ, ସେ କାଣା ଦେକି ପାର୍ଲା । ଆରି ପର୍ମେସର୍କେ ଦନିଅବାଦ୍ କରିକରି ଜିସୁର୍ ସଙ୍ଗ୍ ଗାଲା । ଏ ଗଟ୍ନା ଦେକ୍ଲା ସବୁ ଲକ୍ମନ୍ ପର୍ମେସରର୍ ଡାକ୍ପୁଟା କଲାଇ ।