5 ସଲ୍ମନର୍ ପଅର୍ ନାଉଁ ବୟଜ୍, ବୟଜର୍ ମାଆ ରାଅବ୍ । ବୟଜର୍ ପଅର୍ ନାଉଁ ଅବେଦ୍ ଆରି ଅବେଦର୍ ମାଆର୍ ନାଉଁ ରୁତ୍ । ଅବେଦର୍ ପଅ ଜସୟ,
ଜେରିକର୍ ନଅରେ ରଇବା ରାଆବ୍ ନାଉଁର୍ ଗଟେକ୍ ବେସିଆ ମାଇଜି, ତାର୍ ବିସ୍ବାସର୍ ଲାଗି ପର୍ମେସର୍କେ ନ ମାନିକରି ରଇବା ଲକର୍ ସଙ୍ଗ୍ ମରେନାଇ । ଇସ୍ରାଏଲର୍ କବର୍ ନେବା ଲକ୍ମନ୍ ଲୁଚ୍ତେ ନଅରେ ଆଇଲାବେଲେ ରାଆବ୍ ସେମନ୍କେ ସାଇଜ କଲା ।
ସେନ୍ତାରିସେ ବେସିଆ ମାଇଜି ରାଆବ୍କେ ମିସା ଅଇଲା । ସେ ଇସ୍ରାଏଲର୍ ଦେକାଦେକି କର୍ବା ଲକ୍ମନ୍କେ ଡାକିନେଲା ଆରି ବିନ୍ ବାଟେ ବାରଇଜିବାକେ ସାଇଜ କଲା । ସେ ଏନ୍ତାରି କଲାକେ ପର୍ମେସର୍ ଦେକ୍ବା ଇସାବେ ଗଟେକ୍ ଦରମ୍ ଲକ୍ ବଲି ଜାନାଇଅଇଲା ।
ଦାଉଦ୍ ଜିୟସୁଅର୍ ପଅ, ଜିୟସୁଅ ଆବେଦର୍ ପଅ, ଆବେଦ୍ ବୟଜର୍ ପଅ, ବୟଜ୍ ସେଲଅର୍ ପଅ, ସେଲଅ ନଅସନର୍ ପଅ,
ଏସ୍ରନର୍ ପଅ ଆରାମ୍, ଆରାମର୍ ପଅ ଅମିନାଦବ୍ ଅମିନାଦବର୍ ପଅ ନଅସନ୍, ନଅସନର୍ ପିଲା ସଲ୍ମନ୍
ଦାଉଦ୍ ରାଜାର୍ ସାସନ୍ ବେଲେ ଅନି ଜେଡେବଲ୍ ଇସ୍ରାଏଲ୍ ଲକ୍ମନ୍କେ ବାବିଲନ୍ ଦେସେ ବାନ୍ଦି ନେଇରଇଲା ଜାକ ସେତ୍କି ଆନିଦାଦିମନର୍ ତାଲିକା ଆଚେ । ଜସୟର୍ ପଅ ଦାଉଦ୍ ରାଜା । ଉରିୟର୍ ମାଇଜିର୍ ପେଟେ ଅନି ସଲ୍ମନ୍କେ ଜନମ୍ ଦେଲା,