10 ପଚେ ସିସ୍ମନ୍ ଜିସୁର୍ ଲଗେ ଆସି ପାଚାର୍ଲାଇ, “ତମେ ଲକ୍ମନ୍କେ ସିକାଇଲା ବେଲେ କାଇକେ ଉଦାଅରଣ୍ ଇସାବେ କଇଲାସ୍ନି ?”
ଜିସୁ ଗଟେକ୍ଲକ୍ ରଇଲା ବେଲେ ତାର୍ସଙ୍ଗ୍ ରଇଲା ଲକ୍ମନ୍ ଆରି ବାର୍ଟା ସିସ୍ମନ୍ ତାକେ ପାଚାର୍ଲାଇ, “ତମେ କାଇକେ ଉଦାଅରନ୍ ଦେଇ ସିକାଇଲାସ୍ନି ?”
ଆରି ସେ କେତେକ୍ କେତେକ୍ ବିସଇ, ଉଦାଅରଣ୍ ଦେଇ, ସିକାଇତେ ରଇଲା । ସେ କଇଲା, “ଗଟେକ୍ ଚାସି ତରେକ୍ ବିଅନ୍ ବୁନ୍ବାର୍ ବାରଇଲା ।
ଜିସୁ ଉଦାଅରଣ୍ ସାରାଇକରି କଇଲା, “ଜାକେ ସୁନ୍ଲା ପାରା କାନ୍ ଆଚେ, ସେ ସୁନ ।”
ଜିସୁ କଇଲା, “ସରଗ୍ ରାଇଜର୍ ଟିକି ନିକି କାତା ବୁଜ୍ବାକେ ତମେ ଗିଆନ୍ ପାଇଆଚାସ୍ । ମାତର୍ ସେମନ୍ ପାଅତ୍ ନାଇ ।
ତାର୍ ସିସ୍ମନ୍ ଏ ଉଦାଅରନ୍ ଦେଇରଇବାଟା କାଇଟା ଅଇରଇସି ବଲି ତାକେ ପାଚାର୍ବାର୍ ଦାର୍ଲାଇ ।