3 ସିସ୍ମନ୍ ମସା ଆରି ଏଲିୟ ଜିସୁର୍ ସଙ୍ଗ୍ କାତାବାର୍ତା ଅଇବାଟା ଦେକ୍ଲାଇ ।
ଜିସୁ ସେମନ୍କେ କଇଲା, “ମସାର୍ ନିୟମ୍ ଆରି ବବିସତ୍ବକ୍ତାମନ୍ କଇଲା କାତା ଆରି ଗିତ୍ସଙ୍ଗିତା ବଇଟାନେ କାଇକାଇଟା ଲେକା ଅଇଲାଆଚେ ସେ ସବୁ, ସତ୍ ଅଇବାର୍ ରଇଲା । ମୁଇ ତମର୍ ସଙ୍ଗ୍ ରଇଲାବେଲେ ଏ ସବୁ କାତା ତମ୍କେ କଇରଇଲି ।”
ଆରି ମସାର୍ ସଙ୍ଗ୍ ଏଲିୟ ଆରି ଜିସୁ ମିସ୍ତେ କାତାବାର୍ତା ଅଇବାଟା ସେମନ୍କେ ଡିସ୍ଲା ।
ଜିସୁ ମସାର୍ ବଇତେଇଅନି ଆରି ବିନ୍ ବିନ୍ ବବିସତ୍ବକ୍ତାମନ୍ ଲେକିରଇଲା କାତାଇ ଅନି ଆରାମ୍ କରି ସବୁ ଦରମ୍ ସାସ୍ତରେ ତାର୍ ଜେତ୍କି ବିସଇ ଲେକା ଅଇରଇଲା, ସେ ସବୁ ସେମନ୍କେ ବୁଜାଇଦେଲା ।”
“ଡୁବନ୍ ଦେଉ ଜଅନ୍ ଆସି ନିକ କାତା କଇବାଟା ଆରାମ୍ କର୍ବା ଜାକ, ମସାର୍ ନିୟମ୍ ଆରି ବବିସତ୍ବକ୍ତାମନର୍ କାତା ତମ୍କେ କାଡାଇ ନେଇତେ ରଇଲା । ଜଅନ୍ ଆଇଲା ପଚେ, ପର୍ମେସରର୍ ରାଇଜର୍ ସୁବ୍ କବର୍ ଜାନାଇଲାଇନି । ଆରି ନିଜର୍ ବପୁସଙ୍ଗ୍ ପର୍ମେସରର୍ ରାଇଜେ ଜିବାକେ ବେସି ଲକ୍ମନ୍ ଚେସ୍ଟା କଲାଇନି ।
ମସା ଆରି ଏଲିୟ ବାରଇ ଜିବା ବେଲେ ପିତର୍ ଜିସୁକେ କଇବାର୍ ଦାର୍ଲା, “ଏ ଗୁରୁ, ଆମେ ତା ଏ ଜାଗାଇ ଆଚୁ, ଏଟା ନିକ ଜାଗା, ଇତି ତିନ୍ଟା କୁଡିଆ ତିଆର୍ କରୁ । ତମର୍ପାଇ ଗଟେକ୍, ମସାର୍ପାଇ ଗଟେକ୍ ଆରି ଏଲିୟର୍ପାଇ ଗଟେକ୍ ।” ମାତର୍ ସେ କାଇଟା କଇଲାନି, ସେଟା ସେ ଜାନିନାପାର୍ଲା ।
ସେ ବବିସତ୍ବକ୍ତା ଏଲିୟର୍ ଆତ୍ମାଇ ବପୁଅଇ ପର୍ମେସରର୍ ଆଗ୍ତୁ ଜାଇସି । ବାବାମନର୍ ମନ୍ ପିଲାମନର୍ଟାନେ ବାଉଡାଇସି । ପର୍ମେସରର୍ କାତା ନ ମାନ୍ବା ଲକ୍ମନ୍କେ ଦରମ୍ ଲକ୍ମନ୍ ଚିନ୍ତା କର୍ବା ଟାନେ ବାଉଡାଇସି । ଆରି ପର୍ମେସରର୍ ଲକ୍ମନ୍କେ ତାର୍ ପାଇ ଜାଗ୍ରତ୍ କରାଇସି ।”
କାଇକେ ବଇଲେ ପର୍ମେସର୍ ଆମ୍କେ ମସାର୍ଟାନେଅନି ନିୟମ୍ ଦେଲା ଆଚେ । ମାତର୍ ଜିସୁ କିରିସ୍ଟର୍ଟାନେଅନି ଆମ୍କେ ଜିବନ୍ ଦୁକାଇ ସତ୍ ବାଟ୍ ଆଇଲା ଆଚେ ।
ସିସ୍ମନ୍ ଦେକ୍ଲା ଦାପ୍ରେ ଜିସୁ, ଗଟେକ୍ ଦେକ୍ଲେ କାବା ଅଇଜିବା ରୁପ୍ ଅଇ ବାଦ୍ଲି ଗାଲା । ତାର୍ ମୁ ବେଲ୍ ପାରା ଉଜଲ୍ ଅଇଲା ଆରି ପଚିଆର୍ ଉଜଲ୍ ପୁଲ୍ପାରା ଦବ୍ ଡିସ୍ଲା ।
ପିତର୍ ଜିସୁକେ କଇଲା, “କେଡେ ସୁକର୍ କାତା, ଆଜି ଆମେ ଇତି ଆଚୁ । ତମେ ଜଦି ମନ୍ କର୍ସା, ଇତି ମୁଇ ତିନ୍ଟା କୁଡିଆ ତିଆର୍ କର୍ବି । ତମର୍ ପାଇ ଗଟେକ୍, ମସା ଆରି ଏଲିୟର୍ ପାଇ ଦୁଇଟା ।”