11 ଜିସୁ କଇଲା, “ଏ ସିକିଆ ସବୁ ଲକ୍ ନ ମାନତ୍ । ପର୍ମେସର୍ ଟାନେଅନି ଜନ୍ଲକ୍ମନ୍କେ ଏଟା ଦିଆଅଇଆଚେ ସେମନ୍ସେ ଏଟା ମାନ୍ବାଇ ।
ମାପ୍ରୁ ଜାକେ ଜେନ୍ତି ଜିବନ୍ ଦୁକାଇ ଆଚେ, ପର୍ମେସର୍ ଜାକେ ଜନ୍ ଇସାବେ ଡାକ୍ଲା ଆଚେ, ସେ ସେନ୍ତାର୍ ଜିଉନା କାଉନା କର । ମୁଇ ସବୁ ମଣ୍ଡ୍ଲିଟାନେ ଏ ରକାମ୍ ଆଦେସ୍ ଦେଲିନି ।
ଏ କାତା ମୁଇ ତମ୍କେ ନିଜର୍ ମଙ୍ଗଲର୍ ପାଇ କଇଲିନି । ତମ୍କେ ଆଦେସ୍ ମାନ୍ବାକେ ଦେଇ ନାଇ ମାତର୍ ତମେ ଜେନ୍ତିକି ସତ୍ ବାବେ ଚଲାଚଲ୍ତି କରି ଏନେତେନେ ଚିନ୍ତା ନ ଅଇକରି ପୁରାପୁରୁନ୍ ବାବେ ମାପ୍ରୁକେ ସର୍ପି ଅଇବାକେ କଇଲିନି ।
ଉଁ ସେଟା ସତ୍, ମାତର୍ ବେସି ଲକ୍ ବେବିଚାର୍ କାମେ ଚଲାଚଲ୍ତି କଲାଇନି । ମୁଇ କଇଲିନି ଗଟେକ୍ ଗଟେକ୍ ମୁନୁସ୍କେ ତାର୍ ନିଜର୍ ମାଇଜି ଆରି ଗଟେକ୍ ଗଟେକ୍ ମାଇଜିକେ ତାର୍ ନିଜର୍ ମୁନୁସ୍ ରଇବାର୍ ଆଚେ ।
ଜିସୁ କଇଲା, “ସରଗ୍ ରାଇଜର୍ ଟିକି ନିକି କାତା ବୁଜ୍ବାକେ ତମେ ଗିଆନ୍ ପାଇଆଚାସ୍ । ମାତର୍ ସେମନ୍ ପାଅତ୍ ନାଇ ।
ଜିସୁର୍ ସିସ୍ମନ୍ କଇଲାଇ, “ଜଦି ମାଇଜି ମୁନୁସର୍ ବିତ୍ରେ ଏନ୍ତାରି ଆଚେ ବଇଲେ, ବିବା ନ ଅଇବାଟା ନିକ ।”
ବିନ୍ ବିନ୍ କାମର୍ପାଇ ଲକ୍ମନ୍ ବିବା ନ ଅଇ ରଇଜିବାଇ । କେତେ ଲକ୍ ଜନମେ ଅନି ବେଜୁ ଅଇ ବିବାଅଇ ନାପାରତ୍ । କେତେ ଲକ୍କେ ମୁନୁସ୍ମନ୍ ସେନ୍ତାରି କରି ଆଚତ୍, ଆରି କେତେ ଲକ୍ ସରଗ୍ ରାଇଜର୍ ପାଇ କାମ୍ କର୍ବାକେ ବିବା ନ ଅଇକରି ଆଚତ୍ । ଜନ୍ ଲକ୍ମନ୍ ଏ ସିକିଆର୍ ଅରତ୍ ବୁଜିପାର୍ଲାଇନି, ସେମନ୍ ସେଟା ମାନତ୍ ।”