1 ସେବେଲେ ଡୁବନ୍ ଦେଉ ଜଅନ୍ ଜିଉଦା ରାଇଜର୍ ମରୁବାଲି ବୁଏଁ ଆସି ଜାନାଇବାର୍ ଦାର୍ଲା ।
ଏ ମର୍ ନୁନା, ତୁଇ ସବୁର୍ ଉପ୍ରେ ରଇବା ପର୍ମେସରର୍ ଗଟେକ୍ ବବିସତ୍ବକ୍ତା ବଲି ଡାକ୍ପୁଟା ଅଇସୁ । ତୁଇ ସେ ପାଟାଇରଇବା ଗଟେକ୍ ଦୁତ୍ପାରା, ତାର୍ପାଇ ବାଟ୍ ତିଆର୍ କର୍ସୁ ।
ମୁଇ ତମ୍କେ ସତ୍ କଇଲିନି, ଏ ଦୁନିଆଇ ପୁର୍ବେ ଅନି ଆଜିକେ ଜାକ ଜେତେକ୍ ଲକ୍ ସବୁ ଜନମ୍ ଅଇଲାଇଆଚତ୍, ସବୁ ଲକ୍ମନର୍ ବିତ୍ରେଅନି ଡୁବନ୍ ଦେଉ ଜଅନ୍ ବଡ୍ । ମାତର୍ ସରଗ୍ ରାଇଜେ ଜେ ସବୁର୍ଟାନେଅନି ସାନ୍, ସେ ଜଅନର୍ତେଇ ଅନି ବଡ୍ ।
“ସମାନ୍ ବେଲା ଆଇଲା, ପର୍ମେସରର୍ ରାଇଜ୍ ଲଗେ କେଟ୍ଲା ଆଚେ । ତମେ ପାପେ ଅନି ମନ୍ ବାଉଡାଇକରି ନିମାନ୍ କାତାଇ ବିସ୍ବାସ୍ କରା ।”
ସେମନ୍ କଇଲାଇ, “କେତେ ଲକ୍ କଇଲାଇନି, ସେ ଡୁବନ୍ ଦେଉ ଜଅନ୍ । ଆରି କେତେ ଲକ୍ ‘ସେ ଏଲିୟ’, ବିନ୍ ଲକ୍ମନ୍ କଇଲାଇନି, ‘ସେ ଜିରିମିୟ ନଇଲେ ବବିସତ୍ବକ୍ତାମନର୍ତେଇଅନି ଗଟେକ୍ ଲକ୍’ ।”
ଜନ୍ ଲକ୍କେ ଆମେ ବାଚ୍ବୁ, ପର୍ମେସର୍ ଜିସୁକେ ଜେନ୍ତି ଜିବନ୍ କରି ଉଟାଇଲା, ସେ ବିସଇ ଆମର୍ସଙ୍ଗ୍ ସେ ସାକି ଅଇବାର୍ଆଚେ । ଜଅନ୍ ଜିସୁକେ ଡୁବନ୍ଦେଲା ବେଲେଅନି, ପର୍ମେସର୍ ଆମର୍ଟାନେଅନି ତାକେ ସର୍ଗେ ନେବା ଜାକ, ସେ ଲକ୍ ଆମର୍ ଦଲେ ରଇବାର୍ ଆଚେ ।”
ଜଅନର୍ ସିସ୍ମନ୍ ବାଉଡିଗାଲାପଚେ ଜିସୁ ଲକ୍ମନ୍କେ ଜଅନର୍ ବିସଇ କଇବାର୍ଦାର୍ଲା, “କାଇଟା ଦେକ୍ବାକେ ତମେ ମରୁବାଲି ବୁଏଁ ବାରଇ ଜାଇରଇଲାସ୍ ? କାଇ ପବନେ ଜୁଲ୍ତେରଇବା ବାଉଁସ୍ ନାଲା ?
ଜଅନର୍ ସିସ୍ମନ୍ ବାଉଡି ଗାଲାବେଲେ ଜିସୁ ଲକ୍ମନ୍କେ ଜଅନର୍ ବିସଇ କଇଲା, ତମେ ଜଅନ୍କେ ଦେକ୍ବାକେ ଜେଡେବଲ୍ ମରୁବାଲିବୁଏଁ ଜାଇରଇଲାସ୍, କାଇଟା ଦେକ୍ବାକେ ଆସା କରିରଇଲାସ୍ ? ପବନ୍ ମାର୍ଲେ ଜୁଲ୍ବା ଗାଁସ୍ ପତର୍ ?
ତେବର୍ ପାଇ, ଜଦି ପାପ୍ କାମ୍ କର୍ବାଟା ଚାଡିଆଚାସ୍, ସେନ୍ତାର୍ଆଲେ ନିକ କାମ୍ କରି ଦେକାଆ ।
ଡୁବନ୍ ଦେଉ ଜଅନ୍ ତମର୍ଟାନେ ଆସି ଦରମର୍ ବାଟ୍ ଦେକାଇ ଦେଇରଇଲା, ମାତର୍ ତମେ ତାକେ ବିସ୍ବାସ୍ କରାସ୍ ନାଇ, ମାତର୍ ସିସ୍ତୁ ମାଙ୍ଗୁମନ୍ ଆରି ବେସିଆମନ୍ ତାର୍ କଇଲା କାତା ବିସ୍ବାସ୍ କଲାଇ । ଏଟା ଦେକିକରି ମିସା ପଚେ ତମେ ପାପ୍ କାମ୍କର୍ବାଟା ଚାଡି ମନ୍ ବାଉଡାଇ ତାକେ ବିସ୍ବାସ୍ କରାସ୍ ନାଇ ।”
ଏଟା ଏନ୍ତାରି ଆରାମ୍ ଅଇଲା । ଜିସାୟ ବବିସତ୍ବକ୍ତାର୍ ସାସ୍ତରେ ଜେନ୍ତାର୍ ଲେକାଅଇଲା ଆଚେ, ପର୍ମେସର୍ କଇଲା, ଦେକା ମୁଇ ମର୍ କବର୍ ଜାନାଉକେ ତମର୍ ଆଗେ ପାଟାଇଲିନି, ସେ ତମର୍ ବାଟ୍ ତିଆର୍ କର୍ସି ।