13 ସେଡ୍କିବେଲେ ଜିସୁ ଜଅନର୍ ଲଗେ ଡୁବନ୍ ନେବାକେ ଗାଲିଲି ଅନି ଜର୍ଦନ୍ ଗାଡେ ଆଇଲା,
ମାତର୍ ଜସେପ୍, ଏରଦର୍ ପଚେ ତାର୍ ପଅ ଆର୍କିଲାୟ ଜିଉଦା ରାଇଜର୍ ରାଜା ଅଇଆଚେ ବଲି ସୁନିକରି ତେଇ ଜିବାକେ ଡର୍ଲା ।
ଆରି ନିଜର୍ ନିଜର୍ ପାପ୍ କଲାଟା ମାନିଅଇକରି ଜଅନର୍ ଟାନେ ଜାଇ ଜର୍ଦନ୍ ଗାଡେ ଡୁବନ୍ ନେଇତେ ରଇଲାଇ ।
ମାତର୍ ଜଅନ୍ ଜିସୁକେ ମନାକରି କଇଲା, “ମୁଇ ସିନା ତମର୍ ଲଗେ ଡୁବନ୍ ନେବାର୍ ଆଚେ, ମାତର୍ ତମେ ମର୍ଲଗେ ଆଇଲାସ୍ନି ?”
ମୁଇ ନିଜେ ମିସା ସେ କେ ଅଇରଇସି ବଲି ନାଜାନିରଇଲି । ମାତର୍ ଇସ୍ରାଏଲର୍ ଲକ୍ମନ୍ ତାର୍ ବିସଇ ଜାନତ୍ ବଲି ମୁଇ ପାନିତେଇ ଡୁବନ୍ ଦେବାକେ ଆସିଆଚି ।”