3 ସେଡ୍କିବେଲେ ସଇତାନ୍ ତାର୍ ଲଗେ ଆସି କଇଲା “ତୁଇ ଜଦି ପର୍ମେସରର୍ ପଅ, ତେବେ ଏ ପାକ୍ନାମନ୍ ‘ରୁଟି ଅଇଜା’ ବଲି ଆଦେସ୍ ଦେସ୍ ।”
ଏଟାର୍ପାଇ ତମର୍ ବିସଇ ନାଜାନିକରି ମୁଇ ରଇ ନାପାର୍ଲି । ତମେ ବିସ୍ବାସେ ଆଚାସ୍ କି ନାଇ ଚିନ୍ତାକରି ମୁଇ ତିମତିକେ ପାଟାଇଲି । ଏଟାର୍ପାଇ ବଲି କେଡେବେଲେ ସଇତାନ୍ ତମ୍କେ ପରିକା କରି ଆମେ ଆବଡ୍ ଅଇ କଲାଟା ଚୁଚାଇ ଜାଇସି ବଲି ଡର୍ତେ ରଇଲି ।
ତମେ ଜେତ୍କି ଦୁକ୍ କସ୍ଟ ମୁର୍ଚିକରି ରଇବାକେ ଗାଲାସ୍ନି, ସେ ବିସଇ ଚିନ୍ତା କରି ଡରାନାଇ । ସୁନା ତମ୍କେ ସଇତାନ୍ ବନ୍ଦିଗରେ ପାକାଇକରି ପରିକା କର୍ସି, ଦସ୍ଦିନ୍ ଜାକ ତମେ କସ୍ଟେ ରଇସା । ମାତର୍ ମର୍ବାକେ ପଡ୍ଲେ ମିସା ମକେ ବିସ୍ବାସ୍ କରି ରୁଆ । ଆରି ଇନାମ୍ ଇସାବେ ତମ୍କେ ନ ସାର୍ବା ଜିବନ୍ ଦେବି ।
ଆରି ଦେକା ଆକାସେ ଅନି ଏନ୍ତି କାତା ଆଇଲା “ଏ ମର୍ ଆଲାଦର୍ ପିଲା, ତର୍ଟାନେ ମୁଇ ବେସି ସାର୍ଦା ।”
ଜାଗର୍ତା ରୁଆ, ତମର୍ ବିତ୍ରେ କେ ମିସା ବେସିଆ କାମ୍ କରାନାଇ । ପର୍ମେସର୍କେ ବିସ୍ବାସ୍ ନ କରି ରଇବା ଏସ୍ଅ ପାରା ନ ଉଆ । ସେ ଗଟେକ୍ କାଦିର୍ପାଇ ପର୍ମେସର୍ ସେ ପାଇସି ବଲି କାତା ଦେଇରଇବା ବଡ୍ ପିଲାର୍ ଅଦିକାର୍ ପାଲ୍ଟାଇଲା ।
ସେ ସିଦା ପାର୍ତନା କର୍ବା ଗର୍ମନ୍କେ ଜାଇ ଜିସୁସେ ପର୍ମେସରର୍ ପଅ ବଲି ଜାନାଇବାର୍ ଦାର୍ଲା ।
ପଚେ ସଇତାନ୍ ଜିସୁକେ ଜିରୁସାଲାମେ ଡାକିଦାରିଜାଇ, ମନ୍ଦିରର୍ ଚାଉନି ଟିପେ ଟିଆକରାଇ କଇଲା, “ତୁଇ ଜଦି ପର୍ମେସରର୍ ପ, ତେବେ ଇତିଅନି ତଲେ ଡେଗଇଦେସ୍,
ତେଇ ସଇତାନ୍ ଜିସୁକେ କଇଲା, “ତୁଇ ଜଦି ପର୍ମେସରର୍ ପ, ତେବେ ଏ ପାକ୍ନା କାଦି ଅ ବଲି ଆଦେସ୍ ଦେସ୍ ।”
ଡଙ୍ଗାଇ ରଇଲା ଲକ୍ମନ୍ ଜିସୁକେ ଜୁଆର୍ କରି କଇଲାଇ, “ତମେ ସତ୍ସେ ମାପ୍ରୁର୍ ପିଲା ।”
ସିମନ୍ ପିତର୍ କଇଲା, “ତମେ କିରିସ୍ଟ, ମସିଅ, ଜିବନ୍ ରଇବା ପରମେସରର୍ ପିଲା ।”
ମାତର୍ ଜିସୁ ଚିମ୍ରାଅଇ ରଇଲା । ବଡ୍ ପୁଜାରି କଇଲା, “ମୁଇ ତମ୍କେ ଜିବନ୍ ରଇବା ପର୍ମେସରର୍ ନାଉଁ ଦାରି ପର୍ମାନ୍ କରାଇ ପାଚାର୍ଲିନି, ସତ୍ କଅ, ତୁଇ କାଇ ପର୍ମେସରର୍ ପିଲା ମସିଅ କି ?”
ଏଟା ଅଇଲାନି ପର୍ମେସରର୍ ପଅ ଜିସୁ କିରିସ୍ଟର୍ ନିମାନ୍ କବରର୍ ଆରାମ୍ ।
ଆରି ଜେଡେବେଲେ ଜିସୁକେ କରାପ୍ ଆତ୍ମାମନ୍ ଦେକ୍ତେ ରଇଲାଇ, ସେ ଆତ୍ମାମନ୍ ତାର୍ ମୁଆଟେ ଅଦ୍ରି ଆଉଲିଅଇ କଇତେରଇଲାଇ, “ତୁଇ ଆକା ପର୍ମେସରର୍ ପଅ ।”
ଆରି ଆଉଲି ଅଇ କିର୍କିରି କରି କଇଲା, “ଏ ସବୁର୍ ଟାନେଅନି ବଡ୍ ପର୍ମେସରର୍ ପ ଜିସୁ, ମର୍ ଟାନେ ତମର୍ କାଇ କାମ୍ ଆଚେ ? ମୁଇ ତମ୍କେ ପର୍ମେସରର୍ ନାଉଁ ଦାରି ଗୁଆରି କରି କଇଲିନି, ମକେ କସ୍ଟ ଦିଆନାଇ ।”
ଦୁତ୍ ତାକେ କଇଲା, “ସୁକଲ୍ ଆତ୍ମା ଆସି ତକେ ଡାବି ଅଇସି, ଆରି ସବୁର୍ ଉପ୍ରେ ରଇବା ପର୍ମେସରର୍ ବପୁ ତକେ ଗୁଡିଆଇ ଅଇସି, ତେବର୍ପାଇ ଜେ ଜାତ୍ ଅଇସି, ସେ ସୁକଲ୍ ପର୍ମେସରର୍ ପଅ ବଲି ଡାକ୍ପୁଟା ଅଇସି ।”
ଡୁମା ଦାରିରଇବା ବେସି ଲକ୍ମନ୍ ମିସା କିର୍କିରି କରି “ତୁଇ ପର୍ମେସରର୍ ପଅ !” ବଲି ଲକର୍ ଟାନେଅନି ଚାଡି ପାଲାଇଲାଇ । ଜିସୁ ସେମନ୍କେ ଦମ୍କାଇ କରି କାତାଅଇବାକେ ମିସା ଦେଏନାଇ, କାଇକେବଇଲେ ସେମନ୍ ତାକେ କିରିସ୍ଟ ବଲି ଜାନିରଇଲାଇ ।
ସେ କାତା ସୁନି ଗୁଲାଇ ଲକ୍ମନ୍ ଆଉଲିଅଇ ଜିସୁକେ ପାଚାର୍ଲାଇ, “ଏନ୍ତି ବଇଲେ ତୁଇକାଇ ପର୍ମେସରର୍ ପିଲା କି ?” ଜିସୁ ସେମନ୍କେ କଇଲା “ମୁଇସେ ବଲି ତମେ କଇଲାସ୍ନି ।”
ଏନ୍ତି ସୁକଲ୍ ଆତ୍ମା ତାର୍ ଉପ୍ରେ ଉତ୍ରି ଆଇବାଟା ମୁଇ ଦେକ୍ଲି ଆରି ସେ ପର୍ମେସରର୍ ପିଲା ବଲି ମୁଇ ତମ୍କେ ସାକିଦେଲିନି” ବଲି ଜଅନ୍ କଇଲା ।
ତାର୍ ପଚେ ନିତନିଏଲ୍ ଜିସୁକେ କଇଲା, “ଏ ଗୁରୁ, ତମେ ପର୍ମେସରର୍ ପିଲା ଆରି ଇସ୍ରାଏଲର୍ ରାଜା !”
ଜିସୁ ସେ ଲକ୍କେ ପାର୍ତନା ଗରେ ଅନି ବାର୍ କରାଇ ଦେଲାଟା ସୁନି ଆରିତରେକ୍ ତାକେ ଦେକାଇଅଇ, ପାଚାର୍ଲା, “ତୁଇ ପର୍ମେସର୍ ତେଇଅନି ଆଇଲା ନର୍ପିଲାକେ ବିସ୍ବାସ୍ କଲୁସ୍ନି କି ?”
ମାତର୍ ଏତ୍କିସେ ଲେକାଅଇଲା, “ତମେ ଜେନ୍ତିକି ବିସ୍ବାସ୍ କର୍ସା ଜେ, ଜିସୁସେ ପର୍ମେସରର୍ ପଅ, ଜେକି ମସିଅ, ଆରି ତାକେ ବିସ୍ବାସ୍ କଲେସେ ତମେ ଜିବନ୍ ପାଇସା ।”
ମୁଇ, ସିଲାନ୍ ଆରି ତିମତି, ପର୍ମେସରର୍ ପଅ ଜେ କି କିରିସ୍ଟ ଜିସୁ, ତାର୍ ବିସଇନେଇ ତମ୍କେ ଜାନାଇରଇଲୁ । ସେ ଉଁ ଆରି ନାଇ, ବଲି କଇବା ଦୁଇ ମନିଆ ଲକ୍ ନଏଁ ।
ପର୍ମେସରର୍ ପାଇ ବଁଚ୍ବାକେ ମକେ କିରିସଟର୍ ସଙ୍ଗ୍ କୁର୍ସେ ମରାଇଆଚେ । ଏବେ ମୁଇ ଜିଇକରି ରଇନାଇ । ମାତର୍ କିରିସ୍ଟ ମର୍ଟାନେ ଜିଇକରି ଆଚେ । ଏବେ ମର୍ ଗାଗଡ୍ ବିସ୍ବାସର୍ ଲାଗି ଜିବନ୍ ଆଚେ । ଜନ୍ଟା କି ପର୍ମେସରର୍ ପଅ ଜିସୁ କିରିସ୍ଟ ମକେ ଆଲାଦ୍ କରି ମର୍ପାଇ ସେ ନିଜେ ସର୍ପି ଅଇଲା । ତାକେ ବିସ୍ବାସ୍ କରି ମୁଇ ଜିଇଲି ଆଚି ।
ଜିସୁ ପର୍ମେସରର୍ ପଅ ଅଇଲାକେ, ସେ ଆମର୍ ମନେ ଜନ୍ ବଡ୍ ପୁଜାରି ବଲି ବିସ୍ବାସ୍ କରି ଦାରିକରି ଆଚୁ, ସେଟା ଡାଟ୍ କର୍ବୁ ।
ମଲ୍କିସେଦକର୍ ଆୟା ବାବା, ଆନିଦାଦିମନର୍ ବିସଇନେଇ କାଇଟା ଲେକା ଅଏନାଇ । ସେନ୍ତାରିସେ ତାର୍ ଜନମ୍ ମରନ୍ ବିସଇ ମିସା କାଇଟା ନାଇ । ସେଟାର୍ ପାଇ ସେ ପର୍ମେସରର୍ ପଅ ପାରା । ସେ ସବୁଦିନର୍ପାଇ ପୁଜାରି ଅଇରଇସି ।
ମାତର୍ ପାପ୍କରି ଲାଗିରଇବା ଲକ୍ମନ୍ ସଇତାନର୍ । କାଇକେବଇଲେ କାଇଟା ତିଆର୍ ନଅଇବା ଆଗ୍ତୁ ସଇତାନ୍ ପାପ୍ କରିଆଇଲାନି । ସଇତାନ୍ କରିରଇବା କାମ୍ କୁରୁପ୍ନାସ୍ କର୍ବାକେ ପର୍ମେସରର୍ ପଅ ଏ ଜଗତେ ଆଇଲା ।