5 'ତମର୍ ପାପ୍ସବୁ କେମା ଅଇଗାଲା ବଲି କଇବାଟା ସଅଜ୍ କି 'ଉଟିକରି, ଇଣ୍ଡିଜା ବଲି କଇବାଟା ଅଦିକ୍ ସଅଜ୍ ?
ତାର୍ ନାଉଁର୍ ବପୁ ସଙ୍ଗ୍ ଏ ଚଟା ନିମାନ୍ ଅଇଲାଆଚେ । ଜନ୍ ଗଟ୍ନା ଏବେ ତମେ ନିଜେ ଦେକି ସତ୍ ବଲି ଜାନ୍ଲାସ୍, ସେଟା ଅବ୍କା ତାର୍ ନାଉଁଦାରି ବିସ୍ବାସ୍ କଲାକେସେ ମିଲ୍ଲା ଆଚେ । ଜିସୁକେ ବିସ୍ବାସ୍ କଲାକେ ସେ ନିମାନ୍ ଅଇଲା ଆଚେ, ଏଟା ତମେ ଦେକ୍ଲାସ୍ ।”
ପିତର୍ ତାକେ କଇଲା, “ଏନିୟ ଜିସୁ ମାପ୍ରୁ ତକେ ନିକ କରିଆଚେ । ଉଟ୍ ଆରି ତର୍ ଅଚ୍ନା ସାଜାଡ୍ ।”
ଆରି ତେଇ ଲକ୍ମନ୍ ଗଟେକ୍ ଚେରେଙ୍ଗ୍ ରଗିକେ ବଇକରି ତାର୍ ଲଗେ ଆନ୍ଲାଇ । ଚେରେଙ୍ଗ୍ ରଗି ଅଚ୍ନାଇ ସଇରଇଲା । ସେ ଲକ୍ମନର୍ ବିସ୍ବାସ୍ ଦେକି ରଗିକେ କଇଲା, “ସାଆସ୍ ଦାର୍, ତର୍ ସବୁ ପାପ୍ କେମା ଅଇଗାଲା ।”
ମାତର୍ ଜଗତର୍ ପାପ୍ କେମା କର୍ବାକେ ନର୍ପିଲା, ମର୍ ଅଦିକାର୍ ଆଚେ, ମୁଇ ଏଟା ତମର୍ ମୁଆଟେ ଦେକାଇବି ।” ତାର୍ ପଚେ ଜିସୁ ଚେରେଙ୍ଗ୍ ରଗିକେ କଇଲା, “ଉଟ୍, ନିଜର୍ ଟାଟି ଦାରି ଗରେ ଉଟିଜା ।”
ଜିସୁ ସେମନର୍ ବିସ୍ବାସ୍ ଦେକି ଚେରେଙ୍ଗ୍ ରଗିକେ କଇଲା, “ବାବୁରେ ମୁଇ ତର୍ ପାପ୍ କେମା କରିଦେଲି ।”
ଜିସୁ ସେମନର୍ ବିସ୍ବାସ୍ ଦେକି କଇଲା, “ଏ ବାବୁ, ତମର୍ ସବୁ ପାପ୍ କେମା ଅଇଗାଲାବେ ।”
ଆରି ଜିସୁ ସେ ମାଇଜିକେ କଇଲା, “ତର୍ ସବୁ ପାପ୍ କେମା ଅଇଲା ଆଚେ ।”