8 ମୁଇ ତମ୍କେ ପାନିତେଇ ଡୁବନ୍ ଦେଲିନି, ମାତର୍ ସେ ତମ୍କେ ସୁକଲ୍ଆତ୍ମାଇ ଡୁବନ୍ ଦେଇସି ।”
କାଇକେବଇଲେ ଜଅନ୍ ପାନିତେଇ ଡୁବନ୍ ଦେଇରଇଲା, ମାତର୍ କେତେ ଦିନ୍ ବିତ୍ରେ ପର୍ମେସର୍ ତମ୍କେ ସୁକଲ୍ ଆତ୍ମାଇ ଡୁବନ୍ ଦେଇସି ।”
କାଇକେବଇଲେ ଆମେ ସବୁ ଜିଉଦି ଅଇଲେ କି ଜିଉଦି ନ ଅଇଲେ ମିସା, ଗତିଦାଙ୍ଗ୍ଡା ଅଇଲେ କି ନିଜର୍ ଇସାବେ ଚଲାଚଲ୍ତି କଲେ ମିସା ପର୍ମେସରର୍ ସେ ସମାନ୍ ଗଟେକ୍ ଆତ୍ମାର୍ ଲାଗି, ଗଟେକ୍ ଗାଗଡ୍ ଅଇବାକେ ଡୁବନ୍ ନେଇଆଚୁ । ଆରି ଏ ସମାନ୍ ସୁକଲ୍ ଆତ୍ମା ପାଇଆଚୁ ।
ଜିଉଦିନଇଲା ଲକ୍ମନର୍ ଉପ୍ରେ ମିସା ପରମେସରର୍ ସୁକଲ୍ ଆତ୍ମା ଡାବିଅଇବାଟା ଦେକି ଜପାଇଅନି ପିତର୍ ସଙ୍ଗ୍ ଆସିରଇବା ଜିଉଦି ବିସ୍ବାସିମନ୍ କାବାଅଇଗାଲାଇ ।
ସେମନ୍ ସବୁଲକ୍ ସୁକଲ୍ଆତ୍ମାଇ ପୁରାପୁରୁନ୍ ଅଇଲାଇ ଆରି ଆତ୍ମା ଦେଲା ବପୁ ଇସାବେ ନାଜାନ୍ଲା ବାସାମନର୍ ସଙ୍ଗ୍ କାତା ଅଇବାର୍ ଦାର୍ଲାଇ ।
ସେଟା କାଇଟା ବଇଲେ ପର୍ମେସର୍ କଇଲାନି, “ସାରାସାରି ଦିନେ ମୁଇ ଏ ସବୁ ବିସଇ କର୍ବି । ମର୍ ଆତ୍ମା ଜବର୍ ଅଇତେ ସବୁବାଟର୍ ଲକ୍କେ ଦେବି । ତମର୍ ପିଲାଜିଲା ମୁଇ କଇବା କାତା କଇବାଇ । ତମର୍ ଦାଙ୍ଗ୍ଡାପିଲାମନ୍କେ ମୁଇ ଦର୍ସନ୍ ଦେକାଇବି । ଆରି ଡକ୍ରା ଲକ୍ମନ୍ ମର୍ ବିସଇନେଇ ସପନ୍ ଦେକ୍ବାଇ ।
ମୁଇ ସିନା ତମ୍କେ ପାପେଅନି ମନ୍ ବଦ୍ଲାଇଲାଟା ଦେକାଇଅଇବାକେ ବଲି ପାନିତେଇ ଡୁବନ୍ ଦେଲିନି, ମାତର୍ ମର୍ ପଚେ ଜେ ଆଇଲାନି, ସେ ମର୍ତେଇ ଅନି ଅଦିକ୍ ବପୁଟା । ତାର୍ ପାଦର୍ ପାଣ୍ଡଇ ମିସା ଦାରି ନେବାର୍ ମର୍ ଅଦିକାର୍ ନାଇ, ସେ ତମ୍କେ ସୁକଲ୍ଆତ୍ମାଇ ଆରି ଜଇଟାନେ ଡୁବନ୍ ଦେଇସି ।
ସେ ଜାନାଇକରି କଇବାର୍ ମୁଲିଆଇଲା, “ମର୍ ପଚେ ଗଟେକ୍ ବେସି ବପୁର୍ ଲକ୍ ଆଇସି, ତାର୍ ଗତିଦାଙ୍ଗ୍ଡା ଅଇକରି ତାର୍ ଗଡର୍ ପାଣ୍ଡଇ ବେଟ୍ବାର୍ ମିସା ମର୍ ଅଦିକାର୍ ନାଇ ।
ସେଡ୍କିବେଲେ ଜିସୁ ଗାଲିଲି ଜାଗାର୍ ନାଜରିତ୍ ଗଡେ ଅନି ଆସି ଜର୍ଦନ୍ ଗାଡେ ଡୁବନ୍ ଦେଉ ଜଅନର୍ ଟାନେ ଡୁବନ୍ ନେଲା ।
ତେବେ ଜଅନ୍ ସବୁଲକ୍ମନ୍କେ କଇଲା, “ମୁଇସିନା ତମ୍କେ ପାନିଟାନେ ଡୁବନ୍ ଦେଲିନି, ମାତର୍ ମର୍ଟାନେଅନି ଅଦିକ୍ ବପୁର୍ଲକ୍ ଆଇଲାନି, ମୁଇ ତାର୍ ଗତିଦାଙ୍ଗ୍ଡା ଅଇ ପାଦର୍ ପାଣ୍ଡଇ ମିସା କୁସ୍ଲାଇବାକେ ମର୍ ଅଦିକାର୍ ନାଇ । ସେ ତମ୍କେ ଜଇସଙ୍ଗ୍ ଆରି ସୁକଲ୍ ଆତ୍ମାଇ ଡୁବନ୍ ଦେଇସି ।
ଜଅନ୍ ସେମନ୍କେ କଇଲା, “ମୁଇ ଲକ୍ମନ୍କେ ପାନିତେଇ ଡୁବନ୍ ଦେଲିନି, ଜନ୍ ଲକ୍କେ କି ତମେ ନାଜାନାସ୍, ମାତର୍ ସେ ତମର୍ ସଙ୍ଗ୍ ଆଚେ ।
ଏଲେମିସା ସେଡ୍କିବେଲା ଜାକ ଏ ଲକ୍ ସେ ଆକା ବଲି ମୁଇ ଜାନି ନ ରଇଲି । ମାତର୍ ପାନିତେଇ ଡୁବନ୍ ଦେବାକେ ପାଟାଇରଇଲା ପର୍ମେସର୍ ମକେ କଇରଇଲା, ଜେଡେବେଲା ଗଟେକ୍ ଲକର୍ ଉପ୍ରେ ସୁକଲ୍ ଆତ୍ମା ଉତ୍ରି ଆଇବାଟା ତୁଇ ଦେକ୍ସୁ, ସେସେ ଅଇଲାନି ତୁଇ କଜ୍ବା ଲକ୍ । ସେ ଲକ୍ ସୁକଲ୍ ଆତ୍ମାଇ ଡୁବନ୍ ଦେଇସି ।