49 ଜିସୁ ତେବିକରି କଇଲା, “ତାକେ ମର୍ ଲଗେ ଆଇବାକେ କୁଆ ।” ଲକ୍ମନ୍ କାଣାକେ ଡାକିକରି କଇଲାଇ, “ସାଆସ୍ ଦାରିକରି ଉଟ୍, ଜିସୁ ତକେ ଡାକ୍ଲାନି ।”
ଜିସୁ ତାର୍ କାତା ସୁନି ଟିଆ ଅଇଲା ଆରି, “ତାକେ ମର୍ ଲଗେ ଆନା” ବଲି ଆଦେସ୍ ଦେଲା ।
ଏ ସବୁ କାତା କଇସାର୍ଲାପଚେ ମାର୍ତା ଜାଇକରି ନିଜର୍ ବଇନିକେ କେ ନ ସୁନ୍ଲାପାରା ଡାକି କଇଲା, “ଆଉ ଗୁରୁ ଆସିଆଚେ ଆରି ତକେ ଡାକ୍ଲାନି ।”
ତେବର୍ ପାଇ ସେଟା ଦର୍କାର୍ ରଇଲା ଜେ ଆମେ ଜନ୍ଲକ୍ମନ୍କି ତାର୍ ବାଇବଇନି ଅଇଲୁଆଚୁ, ସେ ସମାନ୍ ଆମର୍ ପାରା ଅଇରଇବାକେ । ସେନ୍ତାର୍ ଆଲେ ସେ ଆମର୍ ପର୍ମେସର୍ ଟାନେ ରଇବା ସତ୍ସଙ୍ଗ୍ ଆରି ଦୟାସଙ୍ଗ୍ ରଇବା ବଡ୍ ପୁଜାରି । ସେ ଆମର୍ ବଡ୍ ପୁଜାରି ଅଇଲାକେ ଆମର୍ ପାପର୍ କେମା ଅଇଲା ।
ସେ ଆମର୍ ବାଦୁଲେ ବଡ୍ ପୁଜାରିଅଇ ପର୍ମେସରର୍ ମୁଆଟେ ଗାଲାଆଚେ । ଆରି ଜେତ୍କି ରକାମ୍ ପରିକା, ଜେତେକ୍ କସ୍ଟ ଆମେ ପାଇଲୁନି, ସେଟା ଆମର୍ ବଡ୍ ପୁଜାରି ସବୁବେଲେ ଆମର୍ ସଙ୍ଗ୍ ମିସିକରି କଲାନି । କାଇକେବଇଲେ ଜେତ୍କି ସବୁ ଆମେ କଲୁନି, ସେଟା ସବୁଜାକ ସେ ମିସା କଲା । ମାତର୍ ସେ କେଡେବେଲେ ମିସା ପାପ୍ କରେ ନାଇ ।
ଆରି ତେଇ ଲକ୍ମନ୍ ଗଟେକ୍ ଚେରେଙ୍ଗ୍ ରଗିକେ ବଇକରି ତାର୍ ଲଗେ ଆନ୍ଲାଇ । ଚେରେଙ୍ଗ୍ ରଗି ଅଚ୍ନାଇ ସଇରଇଲା । ସେ ଲକ୍ମନର୍ ବିସ୍ବାସ୍ ଦେକି ରଗିକେ କଇଲା, “ସାଆସ୍ ଦାର୍, ତର୍ ସବୁ ପାପ୍ କେମା ଅଇଗାଲା ।”
କାଣା ଲକ୍ ତାର୍ ଚାଦର୍ ତେଇ ପିଙ୍ଗିଦେଇକରି ଚିକାଲ୍ନା ଡେଗଇ ଉଟ୍ଲା ଆରି ଜିସୁର୍ ଲଗେ ଗାଲା ।