30 ଜଅନ୍ ଡୁବନ୍ ଦେବା ଅଦିକାର୍ ସରଗର୍ ପର୍ମେସରର୍ଟାନେଅନି ଆସିରଇଲା କି ଲକ୍ମନର୍ ଟାନେଅନି ଆସିରଇଲା ? ଏଟା ମକେ କୁଆ ।” ବଲି କଇଲା ।
ମୁଇ ତମ୍କେ ସତ୍ କଇଲିନି, ଏବେ ଏଲିୟ ଆସି ସାର୍ଲା ଆଚେ । ଆରି ତାର୍ ବିସଇ ପର୍ମେସର୍ ଟାନେ କାଇଟା ଲେକା ଅଇଲା ଆଚେ, ସେ ସେନ୍ତିସେ ଲକ୍ମନ୍ ମିସା ତାକର୍ ନିଜର୍ ମନ୍ କଲା ଇସାବେ କରାପ୍ ଚଲାଚଲ୍ତି କଲାଇ ।”
ମାତର୍ ଜିସୁ ସେମନ୍କେ କଇଲା, “ମୁଇ ମିସା ତମ୍କେ ଏକାଇ ଗଟେକ୍ ସେ ପର୍ସନ୍ ପାଚାର୍ବି, ସେ ପର୍ସନର୍ ଉତର୍ ତମେ କଇଲେ, ମୁଇ ଏ ସବୁ କାମ୍ କନ୍ ଅଦିକାରେ କଲିନି, ସେଟା ତମ୍କେ କଇବି ।
ତେଇ ସେମନ୍ ନିଜର୍ ନିଜର୍ ବିତ୍ରେ କୁଆବଲା ଅଇଲାଇ, “ଆମେ ଜଦି ସରଗର୍ ପର୍ମେସରର୍ ଟାନେଅନି ବଲି କଇବୁ ବଇଲେ, ସେନ୍ତାର୍ ଆଲେ ତମେ ଜଅନ୍ ଜନ୍ଟା କଇଲା ସେଟା କାଇକେ ବିସ୍ବାସ୍ କରାସ୍ ନାଇ ? ବଲିକରି ଜିସୁ ଆମ୍କେ କଇସି ।
ସେଟାର୍ ପାଇ ଜିସୁର୍ ସିସ୍ମନର୍ ବିସଇ ମୁଇ ତମ୍କେ କଇଲିନି, ସେମନ୍ କର୍ବା କାମ୍ ତେବାଆ ନାଇ, ଚାଡିଦିଆସ୍ । ସେମନ୍ କର୍ବା କାମ୍ ଆରି ଜଜନା ଜଦି ଲକ୍ମନର୍ଟାନେଅନି ଆସିରଇସି, ତେବେ ସେମନ୍ ମିସା ଆରିଜିବାଇ ।