ମାର୍କ 12:8 - ସତିଅର୍ ବାଟ୍ ନୁଆ ନିୟମ୍ 20208 ଆରି ଚାସିମନ୍ ସାଉକାରର୍ ପିଲାକେ ଦାରିକରି ମର୍ତେ ମାରି ଅଙ୍ଗୁର୍ ବାଡର୍ ସେପାଟେ ପିଙ୍ଗିଦେଲାଇ । Gade chapit la |
ଜିସୁ କଇଲା, “ଆରି ଗଟେକ୍ କାତା ସୁନା, ଗଟେକ୍ ସାଉକାର୍ ତାର୍ ଜମିଟାନେ ଅଙ୍ଗୁର୍ ଚାସ୍ କରିରଇଲା । ତେଇ ଚାରିବେଟ୍ତି ବାଡ୍ ବୁନ୍ଲା ଆରି ଅଙ୍ଗୁର୍ ପିଲ୍ବାକେ ଗଟେକ୍ କୁଣ୍ଡ୍ ତିଆର୍କଲା । ଆରି ଜାଗୁଆଲିର୍ ପାଇ ଗଟେକ୍ ମାଚା ମିସା ତିଆର୍ କରିଦେଲା । ତାର୍ ପଚେ ସେ ଜମି, ଚାସିମନ୍କେ ଆଦିବାଗ୍ ଇସାବେ ଦେଇକରି, ସାଉକାର୍ ବିଦେସେ ଉଟିଗାଲା ।”