7 ସେବେଲେ ସର୍କାରର୍ ବିରୁଦେ ଦାବିକରି ବାର୍ବା ନାଉଁର୍ ଗଟେକ୍ ଲକ୍ ବନ୍ଦି ଅଇରଇଲା । ଏ ଲକ୍ ଆରି କେତେଟା ଲକ୍ମନର୍ ସଙ୍ଗ୍, ଲକ୍ମନ୍କେ ମରାଇ ବନ୍ଦି ଅଇରଇଲା ।
ପଚେ ପିଲାତ୍ ଲକ୍ମନର୍ କଇବା ଇସାବେ, ବାର୍ବା ନାଉଁର୍ ଲକ୍ ଜେ କି, ଆଗ୍ତୁ ଗଟେକ୍ ଲକ୍କେ ମରାଇରଇଲା ଆରି ସର୍କାରର୍ ବିରୁଦେ ବୁଲ୍କାମ୍ କରି ବନ୍ଦି ଅଇରଇଲା, ତାକେ ମୁକ୍ଲାଇଲା । ଜିସୁକେ ତାକର୍ ମନ୍କଲା ଇସାବେ ଡଣ୍ଡ୍ ଦେବାକେ ସର୍ପିଦେଲା ।
ସେବେଲେ ବାର୍ବା ନାଉଁର୍ ଗଟେକ୍ ବଡ୍ ଟାଉଟରିଆ ନର୍ମାରୁ ବନ୍ଦି ଅଇରଇଲା ।
ରକିଆ ପାଇବାର୍ ପରବ୍ କଲାବେଲେ ସବୁ ବରସର୍ ରିତିନିତି ଇସାବେ ପିଲାତ୍, ଜନ୍ ଆଲେ ବନ୍ଦି ଲକ୍କେ, ଲକ୍ମନ୍ ବାର୍କରାଇ ଦେବାକେ ମନ୍ କରତେରଇଲାଇ, ତାକେ ବାର୍କରାଇ ଦେଇତେରଇଲା ।
ଲକ୍ମନ୍ ପିଲାତର୍ଟାନେ ଆସି, କଇଲାଇ, “ସବୁ ବରସର୍ ରିତିନିତି ଇସାବେ ଏ ତରେକ୍ ମିସା ଗଟେକ୍ ବନ୍ଦି ଲକ୍କେ ମୁକ୍ଲାଇ କରି ବାର୍କରାଇଦେସ୍ ।”