11 ଆରି ଜେଡେବେଲେ ଜିସୁକେ କରାପ୍ ଆତ୍ମାମନ୍ ଦେକ୍ତେ ରଇଲାଇ, ସେ ଆତ୍ମାମନ୍ ତାର୍ ମୁଆଟେ ଅଦ୍ରି ଆଉଲିଅଇ କଇତେରଇଲାଇ, “ତୁଇ ଆକା ପର୍ମେସରର୍ ପଅ ।”
ଡୁମା ଦାରିରଇବା ବେସି ଲକ୍ମନ୍ ମିସା କିର୍କିରି କରି “ତୁଇ ପର୍ମେସରର୍ ପଅ !” ବଲି ଲକର୍ ଟାନେଅନି ଚାଡି ପାଲାଇଲାଇ । ଜିସୁ ସେମନ୍କେ ଦମ୍କାଇ କରି କାତାଅଇବାକେ ମିସା ଦେଏନାଇ, କାଇକେବଇଲେ ସେମନ୍ ତାକେ କିରିସ୍ଟ ବଲି ଜାନିରଇଲାଇ ।
ସେ ଜିସୁକେ ଦେକି କିର୍କିରି ତାର୍ ପାଦେ ଅଦ୍ରି, ଆଉଲିଅଇ କଇଲା, “ଏ ବେସି ବପୁର୍ସଙ୍ଗ୍ ରଇବା ପର୍ମେସରର୍ ପଅ ଜିସୁ, ମର୍ ଲଗେ ତମର୍ କାଇ କାମ୍ ଆଚେ ? ମୁଇ ତମ୍କେ ବାବୁଜିଆ କରି କଇଲିନି, ମକେ କସ୍ଟ ନ ଦିଆ ।”
ପର୍ମେସର୍ ଗଟେକ୍ସେ ଆଚେବଲି ତମେ ବିସ୍ବାସ୍ କଲାସ୍ନି, ସେଟା ନିକ । ଡୁମାମନ୍ ମିସା ସେନ୍ତାରି ବିସ୍ବାସ୍ କଲାଇନି ଆରି ଡରିକରି ଗଜ୍ଗଜି ଜିବାଇ ।
ସେ ଲକ୍ମନ୍ ବେସି କିର୍କିରି କରି କଇଲାଇ, “ଏ ପର୍ମେସରର୍ ପିଲା ଆମର୍ ଟାନେ ତର୍ କାଇ କାମ୍ ଆଚେ ? ବେଲ୍ କାଲ୍ ନ କେଟ୍ତେ ତୁଇ କାଇ ଡଣ୍ଡ୍ ଦେବାକେ ଇତି ଆଇଲୁସ୍ କି ?”
ସେଡ୍କିବେଲେ ସଇତାନ୍ ତାର୍ ଲଗେ ଆସି କଇଲା “ତୁଇ ଜଦି ପର୍ମେସରର୍ ପଅ, ତେବେ ଏ ପାକ୍ନାମନ୍ ‘ରୁଟି ଅଇଜା’ ବଲି ଆଦେସ୍ ଦେସ୍ ।”
ଆମେ ତାର୍ଲଗେ ଗାଲାକେ, ସେ ପାଉଲ୍ ବଲି କିର୍କିରି ଆମର୍ ପଚ୍ ପଚ୍ ଆଇଲା । ଆରି କଇଲା, “ଏ ଲକ୍ମନ୍ ସବୁର୍ଟାନେଅନି ବଡ୍ ପରମେସରର୍ ସେବାକରୁମନ୍ । ତମେ କେନ୍ତି ମୁକ୍ତି ପାଇସା, ଏ କାତା ସେମନ୍ କଇଲାଇନି ।”
କାରାପ୍ ଆତ୍ମାମନ୍ ଜିସୁକେ ଗୁଆରି କରି କଇଲାଇ, “ତୁଇ ଜଦି ଆମ୍କେ ଏ ଲକ୍ମନର୍ତେଇ ଅନି ବାର୍କରାଇ ଦେଇସୁ ବଇଲେ ସେ ଗୁସ୍ରି ମାନ୍ଦା ବିତ୍ରେ ଜିବାକେ, ଆଦେସ୍ ଦେ ।”
“ତୁଇ ଜଦି ପର୍ମେସରର୍ ପଅ, ତେବେ ଇତିଅନି ତଲେ ଡେଗଇ ଦେସ୍, ସାସ୍ତରେ ଲେକା ଆଚେ, “ପର୍ମେସର୍ ତାର୍ ଦୁତ୍ମନ୍କେ ତର୍ ବିସଇନେଇ ଆଦେସ୍ ଦେଇସି, ଆରି ସେମନ୍ ତକେ ଆତେ ଦାରି ଟେକ୍ବାଇ । ତେବେ ତର୍ ଗଡେ ପାକ୍ନା ନ ପାଏ ।”
ଡଙ୍ଗାଇ ରଇଲା ଲକ୍ମନ୍ ଜିସୁକେ ଜୁଆର୍ କରି କଇଲାଇ, “ତମେ ସତ୍ସେ ମାପ୍ରୁର୍ ପିଲା ।”
ଏଟା ଅଇଲାନି ପର୍ମେସରର୍ ପଅ ଜିସୁ କିରିସ୍ଟର୍ ନିମାନ୍ କବରର୍ ଆରାମ୍ ।
ଜଦି କେ ବୁକେ ଆଚେ, ସେ ନିଜର୍ ଗରେ କାଇକରି ଆଇବାର୍ ଆଚେ । ଜେନ୍ତିକି ତମେ ରୁଣ୍ଡ୍ଲାବେଲେ ପର୍ମେସରର୍ ଡଣ୍ଡ୍ ତମର୍ ଉପ୍ରେ ନ ଆସେ । ଆରି ରଇଲା ବିନ୍ ବିନ୍ ବିସଇମନ୍ ମୁଇ ଆଇଲେ, ପଚେ ବୁଜାଇ ଦେବି ।