30 ତାକେ କାରାପ୍ ଆତ୍ମା ଲାଗିଆଚେ ବଲି ସାସ୍ତର୍ ସିକାଉମନ୍ କଇଲାଇକେ, ଜିସୁ ଏନ୍ତାରି କଇଲା ।
ସେମନର୍ ବିତ୍ରେ କେତେକ୍ ଲକ୍ କଇବାର୍ ଦାର୍ଲାଇ, “ତାକେ ଡୁମା ଦାରିଆଚେ, ସେ ବାୟାଟା, କାଇକେ ତାର୍ କାତା ସୁନ୍ଲାସ୍ନି ?”
ଆରି, ଜିରୁସାଲାମ୍ ଅନି ଆସିରଇବା ସାସ୍ତର୍ ସିକାଉମନ୍ କଇଲାଇ, “ଆକେ ଡୁମାମନର୍ ନେତା ବାଲ୍ଜିବୁଲ୍ ଦାରିଆଚେ, ଆରି ଡୁମାମନର୍ ନେତାର୍ ବପୁସଙ୍ଗ୍ ଡୁମା ଚାଡାଇଲାନି ।”
ଜେକି ସୁକଲ୍ଆତ୍ମାର୍ ବିରୁଦେ ନିନ୍ଦା କାତା କଇସି, ତାକେ କନ୍ କାଲେ ମିସା ପର୍ମେସର୍ କେମା ନ ଦେଏ, ଆରି ସେ ନ ସାର୍ବା ପାପର୍ ଦସି ଅଇସି ।”
ସେଡ୍କିବେଲେ ଜିସୁର୍ ମା ଆରି ବାଇମନ୍ ଆସି ବାଇରେ ଟିଆ ଅଇ ଜିସୁକେ ଡାକାଇପାଟାଇଲାଇ ।