32 ତେଇ ତାର୍ ଚାରିବେଡ୍ତି ବସି ରଇବା ଲକ୍ମନ୍ ତାକେ କଇଲାଇ, “ଦେକା, ତମର୍ ମାଆ ଆରି ବାଇ ବଇନି ବାଇରେ ରଇ ତମ୍କେ କଜ୍ଲାଇନି ।”
ସେଡ୍କିବେଲେ ଜିସୁର୍ ମା ଆରି ବାଇମନ୍ ଆସି ବାଇରେ ଟିଆ ଅଇ ଜିସୁକେ ଡାକାଇପାଟାଇଲାଇ ।
ଜିସୁ ସେମନ୍କେ କଇଲା, “କେ ମର୍ ମା ଆରି ବାଇବଇନିମନ୍ ?”
ଜିସୁ ସେମନ୍କେ କଇଲା, “କାକେ ମର୍ ଆୟା ଆରି ବାଇମନ୍ ବଲି ବାବ୍ଲାସ୍ନି ?”