34 ସେ ତାର୍ ଚାରିବେଡ୍ତି ବସିରଇବା ଲକ୍ମନ୍କେ ଦେକିକରି କଇଲା, “ଏମନ୍ ମର୍ ମାଆ ଆରି ମର୍ ବାଇ ବଇନି ।
ଜନ୍ ଲକ୍ମନ୍କେ ପରମେସର୍ ବାଚ୍ଲା ଆଚେ, ସେମନ୍କେ ତାର୍ ପଅ ପାରା ଅଇବାକେ ଆଗ୍ତୁସେ ଟିକ୍ କରିଆଚେ । ସେନ୍ତିଆଲେ, ଗଟେକ୍ ବଡ୍ କୁଟୁମେ, ତାର୍ ପଅ ସେମନର୍ ବଡ୍ ବାଇ ଅଇସି ।
ଜିସୁ ତାକେ କଇଲା, “ମକେ ଦାରି ର ନାଇ, ଏବେ ଜାକ ମୁଇ ବାବା ପର୍ମେସର୍ ଲଗେ ଜାଇନାଇ । ମାତର୍ ତୁଇ ଜାଇକରି ମର୍ ବାଇମନ୍କେ କଅ, ମୁଇ, ମର୍ ବାବା ଆରି ସେମନର୍ ବାବା, ମର୍ ପର୍ମେସର୍ ଆରି ସେମନର୍ ପର୍ମେସରର୍ ଲଗେ ବାଉଡି ଗାଲିନି ।”
ଜିସୁ ସେମନ୍କେ କଇଲା, “ଡରା ନାଇ । ମର୍ ବାଇମନ୍କେ କୁଆ, ସେମନ୍ ଗାଲିଲି ଆସତ୍ । ତେଇ ସେମନ୍ ମକେ ଦେକ୍ବାଇ ।”
ଜିସୁ ସେମନ୍କେ କଇଲା, “କେ ମର୍ ମା ଆରି ବାଇବଇନିମନ୍ ?”
ଆରି ତେଇର୍ ଲକ୍ମନ୍ ତାକେ ବିସ୍ବାସ୍ ନ କର୍ବାଟା ଦେକି ଜିସୁ କାବାଅଇଗାଲା ।