10 ଜିସୁ ଗଟେକ୍ଲକ୍ ରଇଲା ବେଲେ ତାର୍ସଙ୍ଗ୍ ରଇଲା ଲକ୍ମନ୍ ଆରି ବାର୍ଟା ସିସ୍ମନ୍ ତାକେ ପାଚାର୍ଲାଇ, “ତମେ କାଇକେ ଉଦାଅରନ୍ ଦେଇ ସିକାଇଲାସ୍ନି ?”
ଆରି ଉଦାଅରନ୍ ନଇତେ ସେ ତାକର୍ ଲଗେ କାଇ କାତା ନ କଇତେରଇଲା । ମାତର୍ ଜିସୁ ବିନ୍ ଲକ୍ମନ୍ କେ ନ ରଇଲାବେଲେ ନିଜର୍ ସିସ୍ମନ୍କେ ସବୁ ବିସଇ ବୁଜାଇ ଦେଇତେ ରଇଲା ।
ଆରି ଜିସୁ ଲକର୍ ମାନ୍ଦା ଚାଡି ଗରେ ପୁର୍ଲାପଚେ ତାର୍ ସିସ୍ମନ୍ ସେ ଉଦାଅରନର୍ ଅରତ୍ କାଇଟା ବଲି ପାଚାର୍ବାର୍ ଦାର୍ଲାଇ ।
ଜିସୁ ଲକ୍ ଗଅଲି ବିତ୍ରେଅନି ବାରଇ ଆସି ଜେଡେବେଲେ ଗର୍ ବିତ୍ରେ ପୁର୍ଲା, ସେଡ୍କି ବେଲେ ତାର୍ ସିସ୍ମନ୍ ଆସି ପାଚାର୍ଲାଇ, “ଆମ୍କେ ଜୁଡ୍ ଗାଁସର୍ ଅରତ୍ ବୁଜାଇ ଦିଆ ।”
ଆରି ସେ କେତେକ୍ କେତେକ୍ ବିସଇ, ଉଦାଅରଣ୍ ଦେଇ, ସିକାଇତେ ରଇଲା । ସେ କଇଲା, “ଗଟେକ୍ ଚାସି ତରେକ୍ ବିଅନ୍ ବୁନ୍ବାର୍ ବାରଇଲା ।
ଆରି ଜିସୁ କଇଲା, “ଜାକେ ସୁନ୍ବାକେ କାନ୍ ଆଚେବଇଲେ, ସେ ମନ୍ଦେଇ ସୁନ ।”
ଜିସୁ ସେମନ୍କେ କଇଲା, “ପର୍ମେସରର୍ ରାଇଜେ ଲୁଚିକରି ରଇଲା ବିସଇ ତମେ ବୁଜିପାର୍ଲାସ୍ନି, ମାତର୍ ବାଇରେ ରଇବା ବିନ୍ ଲକ୍ମନ୍କେ ଉଦାଅରନ୍ ଦେଇ କୁଆ ଅଇଲାନି ।”