33 ଜିସୁ ଏନ୍ତି କେତେକ୍ କେତେକ୍ ଉଦାଅରଣ୍ ସଙ୍ଗ୍ ସେମନର୍ ବୁଜ୍ବା ବପୁ ଇସାବେ ବାକିଅ ସୁନାଇତେ ରଇଲା,
“ମୁଇ ତମ୍କେ କେତେକ୍ କେତେକ୍ କାତା କଇବାର୍ ଆଚେ । ମାତର୍ ଏବେ ତମେ ସେ ସବୁ କାତା ଦାରିନାପାରାସ୍ ।
ଆରି ସେ କେତେକ୍ କେତେକ୍ ବିସଇ, ଉଦାଅରଣ୍ ଦେଇ, ସିକାଇତେ ରଇଲା । ସେ କଇଲା, “ଗଟେକ୍ ଚାସି ତରେକ୍ ବିଅନ୍ ବୁନ୍ବାର୍ ବାରଇଲା ।
ମାତର୍ ବୁନ୍ଲେ, ସେଟା ବଡିକରି ସବୁ ସାଗର୍ ଟାନେଅନି ବଡ୍ ଅଇସି, ଆରି ତାର୍ କେନ୍ଦି ଏନ୍ତି ବଡ୍ ବଡ୍ ଅଇଜାଇସି ଜେ, ସରଗର୍ ଚଡଇମନ୍ ତାର୍ କେନ୍ଦାଇ ବାସା ଅଇବାଇ ।”
ଆରି ଉଦାଅରନ୍ ନଇତେ ସେ ତାକର୍ ଲଗେ କାଇ କାତା ନ କଇତେରଇଲା । ମାତର୍ ଜିସୁ ବିନ୍ ଲକ୍ମନ୍ କେ ନ ରଇଲାବେଲେ ନିଜର୍ ସିସ୍ମନ୍କେ ସବୁ ବିସଇ ବୁଜାଇ ଦେଇତେ ରଇଲା ।