34 ଆରି ଉଦାଅରନ୍ ନଇତେ ସେ ତାକର୍ ଲଗେ କାଇ କାତା ନ କଇତେରଇଲା । ମାତର୍ ଜିସୁ ବିନ୍ ଲକ୍ମନ୍ କେ ନ ରଇଲାବେଲେ ନିଜର୍ ସିସ୍ମନ୍କେ ସବୁ ବିସଇ ବୁଜାଇ ଦେଇତେ ରଇଲା ।
“ମୁଇ ତମ୍କେ କାତା ମଲ୍କାଇ କରି ଏ ସବୁ କଇଲିନି, ଏନ୍ତି ବେଲା ଆଇସି, ତମ୍କେ ଆରି ମୁଇ କାତା ନ ମଲ୍କାଇ, ସଲ୍କେ ବାବାର୍ ବିସଇ କଇଦେବି ।
ଜିସୁ ଗଟେକ୍ଲକ୍ ରଇଲା ବେଲେ ତାର୍ସଙ୍ଗ୍ ରଇଲା ଲକ୍ମନ୍ ଆରି ବାର୍ଟା ସିସ୍ମନ୍ ତାକେ ପାଚାର୍ଲାଇ, “ତମେ କାଇକେ ଉଦାଅରନ୍ ଦେଇ ସିକାଇଲାସ୍ନି ?”
ଜିସୁ ମସାର୍ ବଇତେଇଅନି ଆରି ବିନ୍ ବିନ୍ ବବିସତ୍ବକ୍ତାମନ୍ ଲେକିରଇଲା କାତାଇ ଅନି ଆରାମ୍ କରି ସବୁ ଦରମ୍ ସାସ୍ତରେ ତାର୍ ଜେତ୍କି ବିସଇ ଲେକା ଅଇରଇଲା, ସେ ସବୁ ସେମନ୍କେ ବୁଜାଇଦେଲା ।”
ଜିସୁ ଏନ୍ତାରି ଉଦାଅରଣ୍ ଦେଇ ସିକାଇତେ ରଇଲା । ଉଦାଅରଣ୍ ନ ଦେଇ ସେ କାଇଟା ମିସା ନ ସିକାଇତେ ରଇଲା ।
ଜିସୁ ଏନ୍ତି କେତେକ୍ କେତେକ୍ ଉଦାଅରଣ୍ ସଙ୍ଗ୍ ସେମନର୍ ବୁଜ୍ବା ବପୁ ଇସାବେ ବାକିଅ ସୁନାଇତେ ରଇଲା,
ଜିସୁ ସେମନ୍କେ ଏନ୍ତି ଉଦାଅରଣ୍ ଦେଇ କଇଲା, ମାତର୍ ସେମନ୍ ତାର୍ ଅରତ୍ କାଇଟା ବଲି ବୁଜି ନାପାର୍ଲାଇ ।
ସେମନ୍ ଗଟେକ୍ଦିନ୍ ଟିକ୍ କଲାଇ ଆରି ଟିକ୍ କଲା ଦିନେ ସେମନର୍ ବିତ୍ରେଅନି ବେସି ଲକ୍ ପାଉଲ୍ ରଇବା ଜାଗାଇ ଆଇଲାଇ । ପାଉଲ୍ ସେମନ୍କେ ସାକାଲେଅନି ସଞ୍ଜ୍ଜାକ ପରମେସର୍ ରାଇଜ୍ ବିସଇ ବୁଜାଇଦେଲା ଆରି ମସାର୍ ରିତିନିତି ଆରି ବବିସତ୍ବକ୍ତାମନ୍ ଲେକ୍ଲା ସାସ୍ତରର୍ ବାକିଅ ଦେକାଇକରି ଜିସୁର୍ ବିସଇ ବୁଜାଇଲା ।