39 ସେଡ୍କିବେଲେ ଜିସୁ ଉଟି ପବନ୍କେ ଦମ୍କାଇ ଦେଇ ଲଅଡିକେ କଇଲା, “ତବିର୍ ଅଇ ଚୁପ୍ ର ।” ସେଡ୍କି ବେଲେ ପବନ୍ ବନ୍ଦ୍ ଅଇଲା, ଆରି ସବୁ ତବିର୍ ଅଇଲା ।
ଏ ଗଟ୍ନାର୍ କାମ୍ ଦେକ୍ବାକେ ଲକ୍ମନ୍ ଏକାତରେ ପାଲାଇଆଇବାଟା ଜିସୁ ଦେକିକରି ସେ କାରାପ୍ ଆତ୍ମାକେ ଦମ୍କାଇକରି କଇଲା, “ଏ କରାପ୍ ଆତ୍ମା, ତୁଇ ଏ ପିଲାକେ ଗୁଲା ଆରି ବଇରା କରାଇଆଚୁସ୍ । ଏ ପିଲାର୍ ଗାଗ୍ଡେଅନି ବାରଇ ଉଟିଜା ଆରି କେବେ ମିସା ତାର୍ ଗାଗ୍ଡେ ନ ପୁର୍, ବଲି ମୁଇ ତକେ ଆଦେସ୍ ଦେଲିନି ।”
ତେଇ ସେ ସିମନର୍ ସାତ୍ରିର୍ ଲଗେ ଟିଆଅଇ ଜର୍କେ ଦମ୍କାଇଲା ଆରି ତାକେ ଜର୍ ଚାଡିଗାଲା । ସେଦାପ୍ରେ ସେ ଉଟିକରି ସେମନ୍କେ ସେବା କର୍ବାର୍ ଦାର୍ଲା ।
ଜିସୁ ସେମନ୍କେ କଇଲା, “ଏ ବିସ୍ବାସେ ଡାଟ୍ ନ ରଇଲା ଲକ୍ମନ୍, ତମେ କାଇକେ ଏତେକ୍ ଡରିଗାଲାସ୍ନି ?” ଜିସୁ ବାଉପବନ୍କେ ଆରି ଲଅଡିକେ ଦମ୍କାଇଲା । ତେବର୍ପାଇ ବାଉପବନ୍ ଆରି ଲଅଡି ତବିର୍ ଅଇଗାଲା ।
ସେଡ୍କିବେଲେ ଜିସୁ ଡଙ୍ଗାର୍ ପଚ୍ ଚଟୁ ମାର୍ବା ଲଗେ ମଚ୍ଲା ମୁଣ୍ଡିସାକରି ସଇଦେଇ ରଇଲା । ସିସ୍ମନ୍ ତାକେ ଉଟାଇ କଇଲାଇ, “ଏ ଗୁରୁ, ଆମେ ବୁଡିଜିବୁବେ, ତମ୍କେ କାଇ ଚେତ୍ନା ନାଇ ?”
ଜିସୁ ତାକେ ଦମ୍କାଇ କରି କଇଲା, “ଚୁପ୍ ର, ଆର୍ଟାନେଅନି ବାରଇ ଜା ।” ତେଇଅନି ସେ ଡୁମା ସେ ଲକ୍କେ ସବୁର୍ ମୁଆଟେ ଅଦ୍ରାଇଲା ଆରି, ତାକେ କାଇଟା ନ କରି ତାର୍ ଗାଗ୍ଡେଅନି ବାରଇ ଉଟିଗାଲା ।
ତେଇ ସିସ୍ମନ୍ ଜିସୁର୍ଲଗେ ଆସି ତାକେ ଉଟାଇ କଇଲା “ଏ ଗୁରୁ, ଏ ଗୁରୁ, ଆମେ ମରିଜିବୁବେ !” ତେଇ ଜିସୁ ଉଟିକରି ପବନ୍ ଆରି ବଡ୍ ଲଅଡିକେ ଦମ୍କାଇଲା, ଆରି ସେଟା ସବୁ ଚିମ୍ରାଇଅଇ ତବିର୍ ଅଇଲା ।