40 ଆରି ସେ ସିସ୍ମନ୍କେ କଇଲା, “କାଇକେ ଏତେକ୍ ଡର୍ଲାସ୍ନି ? ତମ୍କେ ଏବେଜାକ ମର୍ଲଗେ ବିସ୍ବାସ୍ ନାଇ କି ?”
ସେ ସିସ୍ମନ୍କେ କଇଲା, “ତମର୍ ବିସ୍ବାସ୍ କେନେ ଅଇଲା ?” ମାତର୍ ସେମନ୍ ଡରିକରି କାବାଅଇ ନିଜେ ନିଜେ କଇବାର୍ ଦାର୍ଲାଇ । “ତେବେ ଏ କେ ଜେ ପବନ୍ ଆରି ପାନିକେ ମିସା ଆଦେସ୍ ଦେଲା ଦାପ୍ରେ, ସେଟା ସବୁ ତାର୍ ଆଦେସ୍ ମାନ୍ବାଇ ।”
ଜିସୁ ସେମନ୍କେ କଇଲା, “ଏ ବିସ୍ବାସେ ଡାଟ୍ ନ ରଇଲା ଲକ୍ମନ୍, ତମେ କାଇକେ ଏତେକ୍ ଡରିଗାଲାସ୍ନି ?” ଜିସୁ ବାଉପବନ୍କେ ଆରି ଲଅଡିକେ ଦମ୍କାଇଲା । ତେବର୍ପାଇ ବାଉପବନ୍ ଆରି ଲଅଡି ତବିର୍ ଅଇଗାଲା ।
ଜିସୁ ସେ ଦାପ୍ରେ, ଆତ୍ ଲାମାଇକରି ତାକେ ଦାରିକରି କଇଲା, “ଏ ଅଲପ୍ ବିସ୍ବାସ୍ କରୁ, କାଇକେ ଦୁଇମନିଆ ଅଇଲୁସ୍ନି ?”
ସେମନ୍ କାଇଟା କଇତେ ରଇଲାଇ ସେଟା ଜାନି ଜିସୁ ସେମନ୍କେ କଇଲା, “ତମର୍ ଲଗେ ରୁଟି ନାଇ ବଲି କାଇକେ କୁଆବଲା ଅଇଲାସ୍ନି ? ତମର୍ ବିସ୍ବାସ୍ କେତେ ଦୁର୍ବଲ୍ ।
ଆଜି ପଦାଇ ରଇଲା ଗାଁସ୍ କାଲିକେ ନ ମିସା ରଏ । କାଟିକରି ଜଇଟାନେ ପଡାଇଦେବାଇ । ଏଲେମିସା ତାକେ ପର୍ମେସର୍ ଏନ୍ତି ସୁନ୍ଦର୍ ବେସ୍ ଦେଇସି, ତେବେ ଏ ଅଲପ୍ ବିସ୍ବାସିମନ୍, ସେ ବାଇଦରେ ତମ୍କେ ଅଦିକ୍ ନିମାନ୍ ବସ୍ତର୍ ନ ଦେଏ କି ? ଦେଇସିସେ ।
ସେମନ୍ ବେସି ଡରି ଜାଇକରି ତାକର୍ ତାକର୍ ବିତ୍ରେ କୁଆବଲା ଅଇଲାଇ, “ତେବେ ଏ କେ ଜେ, ପବନ୍ ଆରି ଲଅଡି ମିସା ତାର୍ ଆଦେସ୍ ମାନ୍ଲାଇନି ?”