12 ଆରି ଡୁମାମନ୍ ଜିସୁକେ ଜୁଆର୍ ବିଆର୍ କରି କଇଲାଇ, “ସେ ଗୁସ୍ରିମନର୍ ବିତ୍ରେ ପୁର୍ବାକେ ଆମ୍କେ ପାଟାଆ ।”
ଜାଗର୍ତା ଅଇକରି ଜାଗିରୁଆ, କାଇକେବଇଲେ ଆମର୍ ସତ୍ରୁ ସଇତାନ୍ କାକେ ମିସା ଗିଲ୍ବି ବଲି ଅଡ୍ରି ବୁଲ୍ଲାନି ।
ଜେନ୍ତିକି ସଇତାନ୍, ଆମର୍ ଉପ୍ରେ ଜିତି ନାପାରେ, କାଇକେବଇଲେ, ସେ କରିରଇବା ସବୁ ଜଜ୍ନା ଆମେ ଜାନ୍ଲୁନି ।
ସିରିଆ ଦେସର୍ ଗୁଲାଇବାଟେ ତାର୍ ନାଉଁ ଜାନ୍ଲାଇ ଆରି ଲକ୍ମନ୍ ଡୁମା ଦାରିରଇବା, ମୁର୍ଚା ଅଇରଇବା, ଚେରେଙ୍ଗ୍ ଦାରି ରଇବା ଆରି ବିଆଦି ଦାରିରଇଲା ଲକ୍ମନ୍କେ ତାର୍ଲଗେ ଆନ୍ଲାଇ । ସେ ସବୁକେ ନିକ କଲା ।
ସୁକଲ୍ ଦିନ୍ସୁ କୁକୁର୍ମନ୍କେ ଦିଆସ୍ ନାଇ, ସେମନ୍ ପାସ୍ଲିକରି ତମ୍କେ ଚାବିପାକାଇବାଇ । ଗୁସ୍ରି ମନର୍ ମୁଆଟେ ମୁକ୍ତା ପାକାଆ ନାଇ, ସେମନ୍ ମୁକ୍ତାର୍ ମୁଲିଅ ନ ବୁଜିକରି ମାଣ୍ଡିପାକାଇବାଇ ।
ସେ ଲଗର୍ କୁପ୍ଲି ପାଲିକେ ବେସି ଗୁସ୍ରି ମାନ୍ଦା ଚାର୍ତେରଇଲାଇ ।
ଜିସୁ ସେମନ୍କେ ଆଦେସ୍ ଦେଲାଦାପ୍ରେ, ସେ ଲକର୍ ଲଗେଅନି ଡୁମାମନ୍ ବାରଇକରି ଗୁସ୍ରିମନର୍ ବିତ୍ରେ ପୁର୍ଲାଇ । ସେଡ୍କିବେଲେ, ସେ ଆଡାର୍ ବିଡ୍କିକରି ପାଲାଇଲାଇ ଆରି କୁପ୍ଲି ଅନି ଗସ୍ରିକରି ସମ୍ଦୁରେ ଜାଇ ବୁଡି ମରିଗାଲାଇ । ଆଡାରେ ଗୁସ୍ରି ମାନ୍ଦା ପାକାପାକି ଦୁଇଅଜାର୍ଟା ରଇଲାଇ ।