18 ପଚେ ଜିସୁ ଡଙ୍ଗାଇ ଚଗ୍ବା ବେଲେ ଜନ୍ଲକ୍କେ ଆଗ୍ତୁ ଡୁମା ଦାରିରଇଲା, ସେ ଲକ୍ ତାର୍ ସଙ୍ଗ୍ ରଇବାକେ ବାବୁଜିଆ କଲା ।
ତେଇ ଲକ୍ମନ୍ ଜିସୁକେ ସେମନର୍ ସନ୍ଦିଅନି ଚାଡି ଜିବାକେ ବାବୁଜିଆ କଲାଇ ।
ଆରି ଆଉଲି ଅଇ କିର୍କିରି କରି କଇଲା, “ଏ ସବୁର୍ ଟାନେଅନି ବଡ୍ ପର୍ମେସରର୍ ପ ଜିସୁ, ମର୍ ଟାନେ ତମର୍ କାଇ କାମ୍ ଆଚେ ? ମୁଇ ତମ୍କେ ପର୍ମେସରର୍ ନାଉଁ ଦାରି ଗୁଆରି କରି କଇଲିନି, ମକେ କସ୍ଟ ଦିଆନାଇ ।”
ସିରିଆ ଦେସର୍ ଗୁଲାଇବାଟେ ତାର୍ ନାଉଁ ଜାନ୍ଲାଇ ଆରି ଲକ୍ମନ୍ ଡୁମା ଦାରିରଇବା, ମୁର୍ଚା ଅଇରଇବା, ଚେରେଙ୍ଗ୍ ଦାରି ରଇବା ଆରି ବିଆଦି ଦାରିରଇଲା ଲକ୍ମନ୍କେ ତାର୍ଲଗେ ଆନ୍ଲାଇ । ସେ ସବୁକେ ନିକ କଲା ।
ଆରି ଲକ୍ମନ୍ ଜିସୁର୍ ଲଗେ ଆସିକରି ସେ ଡୁମା ଦାରି ରଇଲା ଜନ୍ଲକ୍କେ କି ଆଗ୍ତୁ ବାଇନି ଡୁମା ଦାରିରଇଲା, ସେ ଲକ୍ ନିମାନ୍ ଲୁଗା ପିନ୍ଦିକରି ନିକ ଲକର୍ପାରା ବସିରଇବାଟା ଦେକି ଡରିଗାଲାଇ ।
ଆରି ଜନ୍ ଲକ୍ମନ୍ ଦେକିରଇଲାଇ, ସେମନ୍ ସେ ଡୁମା ଦାରିରଇବା ଲକ୍କେ କାଇଟା ଅଇରଇଲା, ସେଟା ଆରି ଗୁସ୍ରିମନ୍କେ ଅଇଲା ବିସଇ ସେମନ୍କେ କଇଦେଲାଇ ।