19 ମାତର୍ ଜିସୁ ତାକେ ତେବାଇକରି କଇଲା, “ତମର୍ ଗରେ, ତମର୍ ନିଜର୍ ଲକ୍ମନର୍ ଟାନେ ଜା, ଆରି ପର୍ମେସର୍ ତର୍ପାଇ ଜନ୍ ବଡ୍ କାମ୍ କଲା ଆଚେ ଆରି ତକେ ଜନ୍ ଦୟା ଦେକାଇ ଆଚେ, ସେଟା ସବୁ ସେମନ୍କେ ଜାନାଇଦେସ୍ ।”
“ଆସା ଗଟେକ୍ ଲକ୍କେ ଦେକ୍ସା । ଆଗେ ମୁଇ ଜାଇଜାଇଟା କରିରଇଲି, ସେ ସବୁ କାତା ସେ ମକେ କଇଦେଲା । ସେ ପର୍ମେସର୍ ବାଚି ପାଟାଇଲା ରାଜା ମସିଅ ଅଇଲେ ଅଇରଇସି କାଇକି ।”
ମାତର୍ ସେ ତାକେ କଇକରି ପାଟାଇଲା । “ତର୍ ଗରେ ବାଉଡି ଜା ଆରି ପର୍ମେସର୍ ତର୍ଲାଗି ଜନ୍ ଜନ୍ କାମ୍ କଲାଆଚେ ସେ ସବୁ କଇଦେସ୍ ।” ତେଇ ସେ ଲକ୍ ଇଣ୍ଡିଜାଇ ଜିସୁ ତାର୍ ପାଇ ଜନ୍ ଜନ୍ କାମ୍ କରିରଇଲା, ଗୁଲାଇ ନଅରେ ଜାନାଇବାର୍ ଦାର୍ଲା ।
ତେଇଅନି ସେ ଲକ୍ ଜାଇକରି, ଜିସୁ ତାର୍ପାଇ ଜନ୍ ବଡ୍ କାମ୍ କରିରଇଲା, ସେ ସବୁ ଦେକାପଲି ନଅରେ, ଗାଉଁମନ୍କେ କଇବୁଲ୍ଲା । ତେଇ ସବୁଲକ୍ କାବା ଅଇଗାଲାଇ ।