ମାର୍କ 5:23 - ସତିଅର୍ ବାଟ୍ ନୁଆ ନିୟମ୍ 202023 ଆରି ବେସି ବାବୁଜିଆ କରି କଇଲା, “ମର୍ ଟକି ମର୍ବା ଉପ୍ରେ ଆଚେ, ସେ ଜେନ୍ତି ନିକ ଅଇ ବଁଚ୍ସି, ତେବର୍ ପାଇ ତମେ ଆସି ତାର୍ ଉପ୍ରେ ଆତ୍ ସଙ୍ଗଇଦିଆସ୍ ।” Gade chapit la |
ଅନନିୟ ଗାଲା ଆରି ସାଉଲ୍ ରଇବା ଗରେ କେଟ୍ଲା । ସାଉଲ୍କେ ବେଟ୍ଅଇ ତାର୍ ଉପ୍ରେ ଆତ୍ ସଙ୍ଗଇ ତାକେ କଇଲା, “ଏ ବାଇ ସାଉଲ୍, ଇତି ତର୍ଟାନେ ଆଇବାକେ ମାପ୍ରୁ ଜିସୁ ମକେ ପାଟାଇଆଚେ । ତୁଇ ଇତି ଆଇବା ବାଟେ ସେସେ ତକେ ଦେକାଇଅଇଲା । ତୁଇ ଜେନ୍ତିକି ଆରି ତରେକ୍ ଦେକି ପାରୁସ୍ ଆରି ସୁକଲ୍ ଆତ୍ମାଇ ପୁରାପୁରୁନ୍ ଅଇପାରୁସ୍ । ସେଟାର୍ପାଇ ପର୍ମେସର୍ ମକେ ପାଟାଇଆଚେ ।”