6 ଆରି ତେଇର୍ ଲକ୍ମନ୍ ତାକେ ବିସ୍ବାସ୍ ନ କର୍ବାଟା ଦେକି ଜିସୁ କାବାଅଇଗାଲା ।
ଜିସୁ ଗାଉଁ ଗାଉଁ ବୁଲି ବୁଲି ଜିଉଦିମନର୍ ପାର୍ତନା ଗର୍ମନ୍କେ ଜାଇ ସିକାଇ ଦେଇତେ ରଇଲା । ଆରି ପର୍ମେସରର୍ ରାଇଜର୍ ନିମାନ୍ କାତା କଇତେରଇଲା । ବିନ୍ ବିନ୍ ଜର୍ ଆରି ରଗ୍ ଦାର୍ଲା ଲକ୍ମନ୍କେ ସବୁ ନିକ କରିଦେଲା ଆରି ପାର୍ତନା ଗରେ ସିକିଆ ଦେଲା ।
ଜିସୁ ଏଟା ସୁନି କାବା ଅଇଗାଲା, ଆରି ତାର୍ ସଙ୍ଗ୍ ଆଇବା ଲକ୍ମନ୍କେ କଇଲା, “ମୁଇ ସତ୍ କଇଲିନି, ଇସ୍ରାଏଲ୍ ବିତ୍ରେ କନ୍ ଲକର୍ଟାନେ ମିସା ଏ ଲକର୍ ପାରା ବିସ୍ବାସ୍ ମୁଇ ଦେକିନାଇ ।
ତାର୍ ପଚେ ଜିସୁ ତାର୍ ସିସ୍ମନର୍ ସଙ୍ଗ୍ ଜିରୁସାଲମେ ଗାଲାବେଲେ ଗାଉଁମନ୍କେ ଆରି ଗଡ୍ମନ୍କେ ପର୍ମେସରର୍ ରାଇଜର୍ ବିସଇ ସିକାଇ ଦେଲା ।
ନାଜରିତର୍ ଜିସୁର୍ ବିସଇ ଆରି ପରମେସର୍ ତାକେ କେନ୍ତି ସୁକଲ୍ ଆତ୍ମା ଆରି ବପୁ ପୁରାପୁରୁନ୍ ଦେଇରଇଲା, ସେଟା ଜାନୁସ୍ । ଆରି ଜାନିଆଚୁସ୍, ସେ ସବୁ ବାଟେ ଜାଇ ନିକନିକ କାମ୍ମନ୍ କରିରଇଲା । ସଇତାନର୍ ବାନ୍ଦନେ ରଇଲା ଲକ୍ମନ୍କେ ମୁକ୍ଲାଇଲା । କାଇକେବଇଲେ ପରମେସର୍ ତାର୍ ସଙ୍ଗ୍ ରଇଲା ।
ତାର୍ ପଚେ ସେ ଲକ୍ ଜିଉଦି ନେତାମନ୍କେ କଇଲା, “ଏଟା ଗଟେକ୍ ବେସି ବଡ୍ କାବାଅଇଜିବା ବିସଇ । ସେ ଲକ୍ ମର୍ ଆଁକି ନିମାନ୍ କଲାଆଚେ, ମାତର୍ ସେ କନ୍ତିଅନି ଆଇଲା ଆଚେ, ସେଟା ତମେ ନାଜାନୁ ବଲି କଇଲାସ୍ନି ।”
ଜିସୁ ଗାଲିଲିର୍ ଗୁଲାଇବାଟେ ବୁଲି ବୁଲି ଜିଉଦିମନର୍ ସବୁ ପାର୍ତନା ଗର୍ମନ୍କେ ସିକିଆ ଦେଇ, ପର୍ମେସରର୍ ରାଇଜର୍ ବିସଇ ଜାନାଇଲା । ଆରି ବିନ୍ ବିନ୍ ରଗେ ରଇବା ଲକ୍ମନ୍କେ ସବୁ ରକାମର୍ ରଗ୍ ଆରି ସବୁ ଦୁକ୍ କସ୍ଟ, ନିମାନ୍ କଲା ।
ଆରି ସେ ଜିଉଦା ଦେସର୍ ଜିଉଦି ଲକ୍ମନର୍ ପାର୍ତନା ଗର୍ମନ୍କେ ବାକିଅ ସୁନାଇବାର୍ ଦାର୍ଲା ।
ଜିସୁ ଗାଲିଲି ରାଇଜର୍ କପର୍ନାଉମ୍ ନାଉଁର୍ ଗଟେକ୍ ନଅରେ ଆଇଲା, ଆରି ବିସ୍ରାମ୍ବାରେ ଲକ୍ମନ୍କେ ସିକିଆ ଦେବାର୍ ଦାର୍ଲା ।
ଆରି ଗାଲିଲିର୍ ସବୁଟାନେ ବୁଲି ବୁଲି ସେମନର୍ ସବୁ ପାର୍ତନା ଗରେ, ମାପ୍ରୁର୍ କାତା ସୁନାଇଲା, ଆରି ଡୁମା ଦାର୍ଲା ଲକ୍ମନ୍କେ ଚାଡାଇଲା ।
ତାର୍ପଚେ ଜିସୁ ସେ ଜାଗା ଚାଡିକରି ଜିଉଦା ରାଇଜର୍ ସନ୍ଦି ଆରି ଜର୍ଦନର୍ ଆରି ଗଟେକ୍ ବାଟେ ଆଇଲା । ଆରି ସବୁ ବେଲାର୍ ପାରା ଲକ୍ମନ୍ ତାର୍ ଲଗେ ରୁଣ୍ଡ୍ଲାଇ । ଆରି ଜିସୁ ସେମନ୍କେ ପର୍ମେସରର୍ କାତା ସିକାଇଦେଲା ।