29 ସେଡ୍କି ବେଲେ ଜିସୁ ତାକେ କଇଲା, “ଏନ୍ତାରି କଇଲାର୍ପାଇ ଜା, ତର୍ ଟକିତେଇଅନି ଡୁମା ବାରଇଗାଲାବେ ।”
“ଜନ୍ ଲକ୍ମନ୍ ଆତ୍ମାଇ କାକୁର୍ତି ଅଇଆଚତ୍, ସେମନର୍ କେଡେକ୍ ନିକ କରମ୍, କାଇକେବଇଲେ ସରଗ୍ ରାଇଜ୍ ତାକର୍ଟା ।”
ମାତର୍ ପାପ୍କରି ଲାଗିରଇବା ଲକ୍ମନ୍ ସଇତାନର୍ । କାଇକେବଇଲେ କାଇଟା ତିଆର୍ ନଅଇବା ଆଗ୍ତୁ ସଇତାନ୍ ପାପ୍ କରିଆଇଲାନି । ସଇତାନ୍ କରିରଇବା କାମ୍ କୁରୁପ୍ନାସ୍ କର୍ବାକେ ପର୍ମେସରର୍ ପଅ ଏ ଜଗତେ ଆଇଲା ।
ମାତର୍ ମାଇଜି ତାକେ କଇଲା, “ଉଁ ମାପ୍ରୁ, କୁକୁର୍ମନ୍ ମିସା ପିଲାମନର୍ ଅଦ୍ରି ରଇଲା ସକ୍ଡି କାଇବାଇ ।”
ଆରି ସେ ମାଇଜି ଗରେ ଜାଇ, ଟକି କଟେ ସଇରଇବାଟା ଆରି ତାର୍ଟାନେଅନି ଡୁମା ବାରଇଜାଇ ରଇବାଟା ଦେକ୍ଲା ।