ପିଲିପିୟ 2:3 - ସତିଅର୍ ବାଟ୍ ନୁଆ ନିୟମ୍ 20203 ବିନ୍ ଲକ୍ମନର୍ ଟାନେଅନି ନିଜେ ବଡ୍ ଅଇବାକେ ଚେସ୍ଟା କରାନାଇ । ଅବ୍କା ବଡ୍ପନ୍ କାତା କଇବାକେ କାଇ ବିସଇ ମିସା କରାନାଇ । ତାର୍ ବାଦୁଲେ ନିଜ୍କେ ସାନ୍ କରା । ବିନ୍ ଲକର୍ ଟାନେଅନି, ନିଜେ ମୁଇ ବଡ୍ ବଲି ବାବାନାଇ । Gade chapit la |
ଜିସୁ ତାର୍ ସିସ୍ମନ୍କେ କଇଲା, “ସେ ଦୁଇଲକ୍ ପାର୍ତନା ସାରାଇ ବାଅଡ୍ଲାକେ, ସିସ୍ତୁମାଙ୍ଗୁସେ ପର୍ମେସର୍ ଦେକ୍ବା ଇସାବେ ଦରମ୍ ରଇଲା । ପାରୁସି ନାଇ । ଜେ ବଡ୍ପନ୍ ଦେକାଇ ଅଇସି ଆରି ବଡ୍ ବଲି ବାବ୍ସି, ତାକେ ପର୍ମେସର୍ ସାନ୍ ଲକ୍ କର୍ସି । ମାତର୍ ଜେ ନିଜ୍କେ ସାନ୍ ଲକ୍ପାରା ବାବ୍ସି ତାକେ ପର୍ମେସର୍ ବଡ୍ ଲକ୍ କର୍ସି, ଏ କାତା ଏତାଇ ରୁଆ ।”
ମୁଇ ବେସି ଚିନ୍ତାଇ ଆଚି, ମୁଇ ତମର୍ ଟାନେ ଆଇଲାବେଲେ, ମନ୍ ନ କର୍ବା ଚଲାଚଲ୍ତି ତମର୍ ବିତ୍ରେ ଦେକ୍ବି ମିସା । ସେନ୍ତାରି ଅଇଲେ, ମୁଇ ତମ୍କେ ଦମ୍କାଇବାକେ ପଡ୍ସି ଆରି ସେଟା ତମେ ମନ୍ ନ କରାସ୍ । ତେଇ କେତେଟା ଜୁଜିଆଲ୍ମନ୍, ଇଁସ୍ଲିଆମନ୍, ଦାପ୍ରେ ରିସା ଅଉମନ୍, ନିଜର୍ ବିସଇ ଦେକାଇ ଅଉମନ୍, ତାର୍ ବାଇମନ୍କେ ନିନ୍ଦା କରୁମନ୍, ତିପ୍ଲିଆମନ୍, ବଡ୍ପନିଆମନ୍, ଆରି ବିସ୍ବାସିମନ୍ ଗଟେକ୍ ମନ୍ ନ ଅଇଲାଟା ଦେକ୍ବି ।