ପିଲିପିୟ 4:8 - ସତିଅର୍ ବାଟ୍ ନୁଆ ନିୟମ୍ 20208 ସାରାସାରି ପଚେ ଏ ମର୍ ବାଇବଇନିମନ୍, ଜେତ୍କି ସବୁ ବିସଇ ନିକ ରଇସି, ଜେତ୍କି ସବୁ ବିସଇ ସନ୍ମାନ୍ ପାଇସି, ଜନ୍ ସବୁ ବିସଇ ସତ୍ ରଇସି, ଜନ୍ ସବୁ ବିସଇ ପାପ୍ ନଇତେ ରଇସି, ଜନ୍ ସବୁ ବିସଇ ଦରମ୍ ରଇସି, ଆରି ଡାକ୍ପୁଟା ରଇସି, ଏ ସବୁ ବିସଇନେଇ ଚିନ୍ତା କରା । Gade chapit la |
ବିନ୍ ଲକ୍ ଦେକ୍ବା ଇସାବେ, ସେ ବେସି ଦରମ୍ ଅଇ, ବିନ୍ ଲକ୍କେ ସାଇଜ କର୍ବାର୍ ଆଚେ । ଜେନ୍ତାରି କି ନିଜର୍ ପିଲାମନ୍କେ ନିକ ସଙ୍ଗ୍ ବଡାଇରଇସି, ଆଇଲା ଲକ୍ମନ୍କେ ଗତିଆ ଇସାବେ ଡାକ୍ସି, ପର୍ମେସରର୍ ସୁକଲ୍ ଲକ୍ମନର୍ ଗଡ୍ ଦଇଦେଇସି, ଦୁକ୍ କସ୍ଟେ ରଇବା ଲକ୍ମନ୍କେ ସାଇଜ କର୍ସି, ଲକ୍ମନ୍କେ ସାଇଜ କର୍ବାକେ ବିନ୍ ବିନ୍ କାମ୍ କର୍ତେରଇସି ।
ସେଟାର୍ପାଇ ତମେ କାକେ ମିସା କାଇ ବିସଇ ନେଇ ବିଚାର୍ କରାନାଇ । କାଇକେବଇଲେ ବିଚାର୍ନା କର୍ବାକେ ବେଲା ଅଏ ନାଇତା । ମାପ୍ରୁ ବିଚାର୍ନା କର୍ବାକେ ଆଇବାଜାକ ଜାଗା । ମାପ୍ରୁ ଆଇଲେ ଆକା ସାରାସାରି ବିଚାର୍ନା ଅଇସି । ସେ ଆନ୍ଦାର୍ ବିତ୍ରେ ଲୁଚ୍ତେ ରଇଲା ସବୁ ବିସଇ ଉଜଲେ ଦେକାଇ ଦେଇସି । ଆରି ଲକ୍ମନର୍ ମନ୍ ବିତ୍ରର୍ କାତା ସବୁ ଦେକାଇ ଦେଇସି । ସେଡ୍କି ବେଲେ ସବୁଲକ୍ ପର୍ମେସରର୍ ଟାନେଅନି ଲାଡ୍ ପାଇବାଇ ।
ଏ ଆଲାଦର୍ ବାଇବଇନିମନ୍, ଜଦି କେ ମିସା ପର୍ମେସରର୍ ଆତ୍ମା ମର୍ଟାନେ ଆଚେ, ବଲି କଇବା ଲକ୍ମନର୍ କାତା ବିସ୍ବାସ୍ କର୍ବାର୍ ନାଇ । ମାତର୍ ସେନ୍ତାରି ଲକର୍ଟାନେ ସତଇସେ ପର୍ମେସରର୍ ଆତ୍ମା ଆଚେ କି ନାଇ ଜାନ୍ବାକେ ମନ୍ଦିଆନ୍ ଦେଇ ସେ କଇବା କାତା ପରିକା କର୍ବାର୍ ଆଚେ । କାଇକେବଇଲେ ମିଚ୍ କାତା ସିକାଉମନ୍ ବେସି ଲକ୍ ବାରଇଆଚତ୍ । ପର୍ମେସରର୍ ଟାନେଅନି ମିଲାଇଲା କବର୍ ବଲି ସବୁବାଟେ ଗାଲାଇ ଆଚତ୍ ।