1 ତାର୍ପଚେ ବାଦ୍ଲେ ଗଟେକ୍ କାବାଅଇଜିବା ଚିନ୍ ଡିସ୍ଲା । ଆରି ଏଦେ ଦେକା ! ଜନ୍ ବିତ୍ରେ ଗଟେକ୍ ମାଇଜି ଟିଆଅଇରଇବାଟା ଡିସ୍ଲା । ତାର୍ ଲୁଗା ବେଲ୍ପାରା ଜକ୍ଜକି ଜାଇତେରଇଲା ।
“ବାଦ୍ଲେ, ବେଲ୍ଟାନେ, ଜନ୍ଟାନେ ତାରାମନର୍ଟାନେ କେବେ ନ ଡିସ୍ବା ଚିନ୍ମନ୍ ଡିସ୍ସି । ଦୁନିଆର୍ ସବୁ ଦେସର୍ ଲକ୍, ବେସି ଦୁକ୍ କସ୍ଟ ପାଇବାଇ । ଜେଡେବେଲା ସମ୍ଦୁରର୍ ବଡ୍ ଲଅଡି ଗରଜ୍ଲେ ଲକ୍ମନ୍ କାଇଟା କର୍ବାର୍ ଆଚେ କାଇଟା ନାଇ ବଲି ବାୟାବିକଲ୍ ଅଇଜିବାଇ ।
ଏଟା ଗଟେକ୍ ବଡ୍ ଲୁଚି ରଇବା ବିସଇ । ମାତର୍ ମୁଇ କିରିସ୍ଟ ଆରି ମଣ୍ଡଲି ବିତ୍ରେ ମିସିବିଡି ରଇବା ବିସଇ କାତା ଅଇଲିନି ।
ତାରାମନ୍ ବାଦ୍ଲେଅନି ଅଦର୍ବାଇ ଆରି ବାଦ୍ଲେ ଉଜଲ୍ ରଇବାଟାମନ୍କେ ପର୍ମେସର୍ ଆଲାଇଦେଇସି ।
ଦର୍ତନି ଚୁଲ୍ବୁଲ୍ସି । ବଡ୍ ରଗ୍ମନ୍ ଅଇସି ଆରି ଆକାସେ କେବେ ନ ଅଇବା କାବା ଅଇଜିବା ଚିନ୍ମନ୍ ଡିସ୍ସି ।
ସେ ନଅର୍ ଉପ୍ରେ ଉଜଲ୍ ଦେବାକେ ବେଲ୍ କି ଜନ୍ ଦର୍କାର୍ ନ ରଇଲା । କାଇକେବଇଲେ, ପର୍ମେସରର୍ ମଇମା ତେଇ ଉଜଲ୍ ଦେଇତେରଇଲା ଆରି ମେଣ୍ଡାପିଲା ତେଇର୍ ବତି ରଇଲା ।
ଏଦେ ଦେକା ! ତାର୍ପଚେ ଆକାସେ ଆରିଗଟେକ୍ କାବା ଅଇଜିବା ଚିନ୍ ମୁଇ ଦେକ୍ଲି । ତେଇ ସାତ୍ଟା ଦୁତ୍ମନ୍କେ ସାତ୍ଟା ମର୍ଡି ସର୍ପାଇ ଅଇରଇଲା । ଏ ସର୍ତେ ମର୍ଡି ସାରାସାରି ବେଲର୍ଟା । କାଇକେବଇଲେ ଏଟା ଅଇଲାନି ଦର୍ତନି ଉପ୍ରେ ପର୍ମେସର୍ ଆନ୍ବା ସାରାସାରିର୍ ଡଣ୍ଡ୍ ।
ଆରି ବାଦ୍ଲେ କେବେ ଦେକି ନ ରଇବା ବିନ୍ ରକାମ୍ ଚିନ୍ ଡିସ୍ଲା । ଆରି ଏଦେ ଦେକା ! ସାତ୍ଟା ମୁଣ୍ଡ୍ ଆରି ଦସ୍ଟା ସିଙ୍ଗ୍ ରଇବା ଗଟେକ୍ ବଡେଟା ଅଇ ରଙ୍ଗ୍ ରଇଲା ଅସୁର୍ ସାଁପ୍ ଡିସ୍ଲା । ତାର୍ ସାତ୍ଟା ମୁଣ୍ଡେ ସାତ୍ଟା ମୁକୁଟ୍ ରଇଲା ।
ସର୍ଗେ ରଇବା ପର୍ମେସରର୍ ମନ୍ଦିର୍ ଉଗାଡି ଅଇଲା ଆରି ତେଇ ରାଜିନାମାର୍ ପେଡି ଡିସ୍ଲା । ତାର୍ପଚେ ବିଜ୍ଲି ଜଟକ୍ଲା, ଗଡ୍ଗଡି ମାର୍ଲା ଦର୍ତନି ଚୁଲ୍ବୁଲ୍ଲା ଆରି ବେସି କାରାପାକ୍ନା ମିସା ମାର୍ଲା ।
ଆକାସେ କାବା ଅଇଜିବା କାମ୍ କର୍ବି । ଦର୍ତନି ତେଇ ମିସା କାବାଅଇଜିବା ଚିନ୍ମନ୍ କର୍ବି । ଲକ୍ମନ୍ ବନି, ଜଇ ଆରି କାଲିଆ ଦୁଆଁ ଦେକ୍ବାଇ ।
ତାର୍ ପଚେ ନରପିଲା ମୁଇ ବାଦ୍ଲେ ଆଇବାଟା ଦେକ୍ସା । ଆରି ଡାକ୍ପୁଟାଅଇ ପାନି ବାଦ୍ଲେ ବପୁ ସଙ୍ଗ୍ ଆଇବାଟା ଦେକି ଦର୍ତନିର୍ ଲକ୍ମନ୍ କାନ୍ଦାବୁବା ଅଇଜିବାଇ ।
ମାତର୍ ମାପ୍ରୁ ଜିସୁ କିରିସ୍ଟର୍ କୁରୁସ୍ ଚାଡିକରି ଆରି କାଇତେଇ ବଡ୍ପନ୍ ଅଇବାଟା ମର୍ଟାନେଅନି ଦୁରିକେ ରଅ । କାଇକେବଇଲେ ଜଗତ୍ ଜନ୍ ବିସଇର୍ ପାଇ ବେସି ଦାନ୍ଦା ଅଇଲାନି, ସେଟା ମୁକିଅ ବିସଇ ବଲି ମୁଇ ନ ବାବି । ଆରି ଜଗତ୍ ମିସା ମକେ କାଇ ମୁଲିଅ ନ ଅଇଲା ଲକ୍ ପାରା ଦେକ୍ଲାନି ।
ଗଟେକ୍ ଦିନେ ଜିଉଦି ମନର୍ ନିୟମ୍ ସିକାଇଦେବା ଲକ୍ମନ୍ ଆରି ପାରୁସି ଲକ୍ମନର୍ ବିତ୍ରେଅନି କେତେଲକ୍ ଜିସୁକେ କଇଲାଇ, “ଏ ଗୁରୁ, ତମର୍ ଗଟେକ୍ କାବାଅଇଜିବା ଚିନ୍ ଦେକ୍ବାକେ ଆମେ ମନ୍କଲୁନି ।”
ବାର୍ଟା ମୁଲ୍ ପାକ୍ନାଇ ସେ ନଗରର୍ କତି ଉଟାଇରଇଲାଇ । ଆରି ସେ ପାକ୍ନା ଉପ୍ରେ ମେଣ୍ଡାପିଲାର୍ ବାର୍ଟା ପେରିତ୍ ମନର୍ ନାଉଁ ଲେକା ଅଇରଇଲା ।
ମର୍ ଉଜାବାଟେ ରଇବା ସାତ୍ଟା ତାରା ଆରି, ସାତ୍ଟା ସୁନାର୍ ବତି ଡାଣ୍ଡିର୍ ଅରତ୍ ମୁଇ ତମ୍କେ କଇଦେବି । ସେ ସାତ୍ଟା ବତିଡାଣ୍ଡି ଅଇଲାନି ସାତ୍ଟା ମଣ୍ଡଲି । ସାତ୍ଟା ତାର୍ମନ୍ ଅଇଲାଇନି, ସାତ୍ଟା ମଣ୍ଡଲିର୍ ଦାଇତ୍ ନେବା ଦୁତ୍ମନ୍ ।
ଆମେ ଡୁବନ୍ ନେଇକରି କିରିସ୍ଟର୍ ସଙ୍ଗ୍ ଗଟେକ୍ ଅଇଆଚୁ ଆରି ଏବେ ଜିସୁ କିରିସ୍ଟର୍ ଜିବନ୍ ରୁପର୍ ବସ୍ତର୍ ପିନ୍ଦି ଆଚୁ ।
ମାପ୍ରୁ ତମର୍ ବିସଇନେଇ ମର୍ ଲକ୍ମନ୍ ମକେସେ ନାମିକରି ରଅତ୍ ବଲି ଦାରିଆଚେ । ସେନ୍ତିସେ ମୁଇ ମିସା ତମ୍କେ ପର୍ମେସର୍କେସେ ମନ୍ କରା ବଲି ଆସା କଲିନି । ସୁକଲ୍ ଅଇରଇବା ଗଟେକ୍ ଦାଙ୍ଗ୍ଡିପାରା ମୁଇ ତମ୍କେ ଗଟେକ୍ ଦାଙ୍ଗ୍ଡାର୍ ପାଇ ମାଙ୍ଗ୍ନି କଲିଆଚି । ସେ ଅଇଲାନି ନିଜେ କିରିସ୍ଟ ।
ଉଜେ ଜିସୁକିରିସ୍ଟକେ ବିସ୍ବାସ୍ କଲାକେ ଏବେ ଆମେ ପରମେସରର୍ ଦେକ୍ବା ଇସାବେ ଦରମ୍ ଲକ୍ ବଲାଇ ଅଇଆଚୁ । ପରମେସର୍ କେତେ ଲକ୍କେ ଆଲାଦ୍ କରି ଆରି କେତେକ୍ ଲକ୍କେ ଗିନ୍ କରେନାଇ । କିରିସ୍ଟକେ ବିସ୍ବାସ୍କର୍ବା ସବୁ ଲକ୍ମନ୍କେ ଏ ଅଦିକାର ଦେଲାଆଚେ ।
ଜେ ବିବା ଅଇସି, ସେ ବର୍ ଦାଙ୍ଗ୍ଡା । ମାତର୍ ବର୍ ଦାଙ୍ଗ୍ଡାର୍ ଲଗେ ବରର୍ ସଙ୍ଗାରି ଟିଆଅଇ ତାର୍ କାତା ସୁନ୍ସି । ସେ ବର୍ ଦାଙ୍ଗ୍ଡାର୍ କାତା ସୁନି, ବେସି ସାର୍ଦା ଅଇସି । ସେନ୍ତାରିସେ ମର୍ ସାର୍ଦା ମିସା ପୁରାପୁରୁନ୍ ଅଇଲାଆଚେ ।
ମାପ୍ରୁ ଜିସୁକିରିସ୍ଟର୍ ଆତ୍ଆତିଆର୍ ଦାରି ରଉଁ । ଆରି ଆମର୍ ପାପର୍ ଗୁନ୍ଚଲନ୍ ନ ମାନିକରି ଆମେ ମନ୍ କର୍ବାଟା ପୁରାପୁରୁନ୍ ନ କରୁ ।
ମାତର୍ ଅବ୍ରାଆମର୍ ବିବାଇ ମାଇଜି ଜେ କି ଗତିଦାଙ୍ଗ୍ଡା ନଏଁ, ତାକେ ସରଗର୍ ଜିରୁସାଲାମ୍କେ ସମାନ୍ କରିଅଇସି । ସେ ଆମେ ବିସ୍ବାସ୍ କର୍ବା ସବୁ ଲକର୍ ମାଆ ।