ପର୍କାସିତ 12:4 - ସତିଅର୍ ବାଟ୍ ନୁଆ ନିୟମ୍ 20204 ବାଦ୍ଲେ ରଇବା ତିନ୍ ବାଗେଅନି ଗଟେକ୍ ବାଗର୍ ତାରାମନ୍କେ ତାର୍ ଲେଞ୍ଜ୍ ଜିକିନେଇକରି ଦର୍ତନିଟାନେ ପିଙ୍ଗିଦେଲା । ସେ ମାଇଜି ନିକ ଅଇଲାଦାପ୍ରେ ତାର୍ ପିଲାକେ କାଇବି ବଲି ମାଇଜିର୍ ମୁଆଟେ ଟିଆଅଇଲା । Gade chapit la |
ସଇତାନ୍ ଅଇଲାନି ତମର୍ ବାବା । ଆରି ତମେ ସେ କର୍ବା କାରାପ୍ କାମ୍ମନ୍ କର୍ବାକେ ମନ୍ କଲାସ୍ନି । ସେ ଆଗ୍ତୁଅନି ଲକ୍ମନ୍କେ ନସ୍ଟ କଲାନି, ଆରି ସେ ସତ୍ ବିସଇ ଗିନ୍ କଲାନି । ତାର୍ତେଇ ସତ୍ ବିସଇ ନାଇ । ଜେଡେବେଲା ସେ ମିଚ୍ କଇଲାନି, ସେବେଲା ସେ ନିଜର୍ ଗୁନ୍ ଚଲନ୍ଅନି ସେନ୍ତି କଇଲାନି । କାଇକେ ବଇଲେ ସେ ମିଚ୍ କଇବା ଲକ୍, ଆରି ମିଚ୍ କଇବା ଲକ୍ମନର୍ ବାବା ।
ତାର୍ପଚେ ଚାର୍ ଲମରର୍ ଦୁତ୍ ତାର୍ ମଇରି ପୁକ୍ଲା । ଆରି ଏଦେ ଦେକା ! ବେଲର୍ ତିନ୍ବାଗେଅନି ଗଟେକ୍ ବାଗ୍କେ ମାଡ୍ ଅଇଲା । ସେନ୍ତାରିସେ ଜନର୍ ତିନ୍ବାଗେଅନି ଗଟେକ୍ ବାଗ୍, ଆରି ତାରା ମନର୍ ତିନ୍ବାଗେ ଅନି ଗଟେକ୍ ବାଗ୍ ନସ୍ଟ ଅଇଗାଲା । ତେବର୍ ପାଇ ଜନ୍ ଆରି ତାରାମନର୍ ଉଜଲ୍ ଦେବାଟା ତିନ୍ବାଗେଅନି ଗଟେକ୍ ବାଗ୍ ଉନା ଅଇଗାଲା । ତାର୍ପଚେ ଦିନ୍ମିସା ତିନ୍ବାଗେ ଅନି ଗଟେକ୍ ବାଗ୍ ଆରି ରାତି ମିସା ତିନ୍ବାଗେ ଅନି ଗଟେକ୍ ବାଗ୍ ଉଜଲ୍ ନ ରଇଲା ।