ପର୍କାସିତ 13:2 - ସତିଅର୍ ବାଟ୍ ନୁଆ ନିୟମ୍ 20202 ସେ ପସୁ ଚିତାବାଗ୍ ପାରା ରଇଲା । ତାର୍ପାଦ୍ ବାଲୁର୍ ପାଦ୍ପାରା, ତାର୍ ଟଣ୍ଡ୍ ସିଅଁର୍ ଟଣ୍ଡ୍ ପାରା ରଇଲା । ଆରି ସେ ଅସୁର୍ସାଁପ୍, ସେ ପସୁକେ ନିଜର୍ ବପୁ, ସିଆଁସନ୍ ଆରି ତାର୍ ବଡ୍ ଅଦିକାର୍ ଦେଲା । Gade chapit la |
ତେଇ ପସୁକେ ବନ୍ଦିକରି ନେଲାଇ । ତାର୍ ସଙ୍ଗ୍ ଜନ୍ ମିଚ୍ କଇବା ବବିସତ୍ବକ୍ତା, ଜେ କି ତାର୍ ମୁଆଟେ କାବାଅଇଜିବା କାମ୍ମନ୍ କର୍ତେରଇଲା, ତାକେ ମିସା ବନ୍ଦିଗରେ ନେଲାଇ । ଏ କାବାଅଇଜିବା କାମ୍ମନର୍ ଲାଗି ସେ ଲକ୍ମନ୍କେ ନାଡାଇରଇଲା । ଜନ୍ ଲକ୍ମନ୍ କି ପସୁର୍ ଚିନ୍ ଗଦିଅଇକରି ତାର୍ ମୁର୍ତିକେ ଜୁଆର୍ କର୍ତେରଇଲାଇ ସେ ପସୁ ଆରି ମିଚ୍ କଇବା ବବିସତ୍ବକ୍ତା ଦୁଇଲକ୍ଜାକ ଜିବନ୍ ରଇତେ ଗନ୍ଦ୍ ଅଇତେରଇବା ଜଇର୍ ଗାଡେ ପିଙ୍ଗାଅଇଲା ।
ସେ ବିଚାର୍ନା ଜାଗାଇ ଜେତ୍କି ଜିଉଦି ନ ଅଇଲା ଲକ୍ମନ୍ ରୁଣ୍ଡିରଇଲାଇ, ସେମନ୍କେ ସବୁକେ ଜିସୁକିରିସ୍ଟର୍ ସୁବ୍କବର୍ ଜେନ୍ତାରିକି ମୁଇ ପୁରାପୁରୁନ୍ ବାବେ ଜାନାଇପାର୍ବି, ସେଟାର୍ପାଇ ମାପ୍ରୁ ମର୍ସଙ୍ଗ୍ ରଇକରି ମକେ ବପୁଦେଲାଆଚେ । ସେ ବିଚାର୍ନାର୍ ସାରାସାରି ମକେ କାଇବାକେ ଆସିରଇବା ଗଟେକ୍ ସିଅଁର୍ ଟାନେଅନି ରକିଆ କଲାପାରା ମାପ୍ରୁ ରକିଆ କଲା ।