14 ତାର୍ପଚେ ମୁଇ ଦେକ୍ଲି, ଏଦେ ଦେକା ! ଗଟେକ୍ ଦବ୍ ବାଦଲ୍ ଡିସ୍ଲା । ଆରି ଗଟେକ୍ ନର୍ପାରା ଡିସ୍ବା ବାଦଲ୍ ଉପ୍ରେ ବସିରଇଲା । ତାର୍ ମୁଣ୍ଡେ ସୁନାର୍ ମୁକୁଟ୍ ଆରି ଆତେ ଗଟେକ୍ ଗଜିଆ ଇଲା ଦାରିରଇଲା ।
ତାର୍ ମଜାଇ ନର୍ ପାରା ଡିସ୍ତେରଇବା ଗଟେକ୍ ଲକ୍କେ ଦେକ୍ଲି । ତାର୍ ପାଦ୍ଜାକ ଅଇବା ଗଟେକ୍ ଡେଙ୍ଗ୍ ଲୁଗା ପିନ୍ଦିରଇଲା । ତାର୍ ବୁକ୍ତଲେ ଗଟେକ୍ ସୁନାର୍ ବେଲ୍ଟୁ ବାନ୍ଦି ରଇଲା ।
ଆମେ ଦେକ୍ଲୁନି, ଜିସୁ କେନ୍ତି ଚନେକର୍ପାଇ ସରଗର୍ ଦୁତ୍ମନର୍ ଟାନେଅନି ତଲେ ଅଇରଇଲା । ଆରି ଜେନ୍ତିକି ସେ ପର୍ମେସରର୍ ଦୟା ପାଇକରି ସବୁଲକର୍ ପାଇ ଜନ୍ ଦୁକ୍ କସ୍ଟ ପାଇକରି ମଲା, ସେ ମରନର୍ ଲାଗି ଏବେ ଆମେ ତାକେ ମଇମା ଆରି ଡାକ୍ପୁଟା ଅଇଲାଟା ଦେକ୍ଲୁନି ।
ସେବେଲାଇ ଲକ୍ମନ୍ ପର୍ମେସର୍ ତେଇଅନି ଆସିରଇବା ନର୍ପିଲା ମୁଇ, ବେସି ବପୁସଙ୍ଗ୍ ଆରି ଡାକ୍ପୁଟାଅଇକରି ବାଦ୍ଲେ ଆଇବାଟା ଦେକ୍ବାଇ ।
ପିତର୍ ଏଟା କଇବାବେଲେ ଏଦେ ଦେକା ! କଣ୍ଡେକ୍ ବାଦଲ୍ ଉଜଲ୍ ଅଇ ସେମନର୍ ଉପ୍ରେ ଉଡି ଆଇଲା ଆରି ତେଇଅନି ଗଟେକ୍ ସର୍ ଆଇଲା “ଏ ମର୍ ଆଲାଦର୍ ପଅ, ଆର୍ ଲଗେ ମୁଇ ବେସି ସାର୍ଦା । ତାର୍ କାତା ମନ୍ ଦେଇ ସୁନା ।”
ତେଇ ମୁଇ ଦେକ୍ଲି, ଆରି ଏଦେ ଦେକା ! ଗଟେକ୍ ଦବ୍ଲା ଗଡା ଡିସ୍ଲା । ତାକେ ଚାଲାଇବା ଲକର୍ ଆତେ ଦୁନୁ ରଇଲା । ତାକେ ଗଟେକ୍ ମୁକୁଟ୍ ଦିଆ ଅଇଲା । ସେ ତାର୍ ସତ୍ରୁମନ୍କେ ଆରାଇବାକେ ଦାପ୍ରେ ଗାଲା ।
ଏଦେ ଦେକା ! ସେ ମେଗ୍ମାଲାଇ ବସି ଆଇଲାନି । ଗୁଲାଇ ଲକ୍ମନ୍ ତାକେ ଦେକ୍ବାଇ । ତାକେ କୁରୁସ୍କାଟେ କୁଟି ମାରିରଇବା ଲକ୍ମନ୍ ମିସା ଦେକ୍ବାଇ । ଏ ଜଗତେ ରଇବା ସବୁ ଲକ୍ମନ୍ ତାର୍ଲାଗି ଦୁକ୍ କର୍ବାଇ । ସେଟା ସେନ୍ତାରିସେ ଅଇସି । ଆମେନ୍ !
ତାର୍ପଚେ ମୁଇ ଗଟେକ୍ ବଡ୍ଟା ଦବ୍ ବସ୍ବା ଜାଗା ଆରି ଜେ ତାର୍ ଉପ୍ରେ ବସିରଇଲା, ତାକେ ଦେକ୍ଲି । ସରଗ୍ ଆରି ଦର୍ତନି ତାର୍ ମୁଆଟେଅନି ପାଲାଇଲାଇ ଆରି କେବେ ଡିସତ୍ନାଇ ।
ତାର୍ ଆଁକି ଲାଗ୍ତେ ରଇବା ଜଇପାରା ରଇଲା । ଆରି ତାର୍ ମୁଣ୍ଡେ ବେସି ମୁକୁଟ୍ ପିନ୍ଦି ରଇଲା । ଜନ୍ ନାଉଁ ତାର୍ ଉପ୍ରେ ଲେକା ଅଇରଇଲା, ସେଟାକେ ଚାଡିଦେଲେ ଆରି କେ ନାଜାନିରଇଲାଇ ।
ସେମନ୍ ଏନ୍ତାରି କଇଲାଇ “ମାପ୍ରୁ ପର୍ମେସର୍ ସବୁର୍ଟାନେଅନି ଉପ୍ରେ ଆଚେ । ସେ ସବୁବେଲେ ରଇଲା ଆରି ରଇସି ମିସା । ତର୍ ବଡ୍ ବପୁ ସଙ୍ଗ୍ ତୁଇ ସାସନ୍ କର୍ବାକେ ଆରାମ୍ କଲୁସ୍ । ଆରାମ୍ କଲାର୍ପାଇ ଆମେ ତକେ ଜୁଆର୍ କଲୁନି ।
ତାର୍ପଚେ ଏଦେ ଦେକା ! ସର୍ଗେଅନି ଆରି ଗଟେକ୍ ବଡ୍ ଦୁତ୍ ଉତ୍ରି ଆଇବାଟା ମୁଇ ଦେକ୍ଲି । ତାକେ ଗଟେକ୍ ବାଦଲ୍ ଗୁଡାଇରଇଲା ଆରି ମୁଣ୍ଡେ ଗଟେକ୍ ଇନ୍ଦର୍ଦୁନୁ ଗୁଡିଆଇ ଅଇରଇଲା । ତାର୍ ମୁ ବେଲ୍ ପାରା ରଇଲା । ତାର୍ ଗଡ୍ମନ୍ ଜଇର୍ କୁନାଦି ପାରା ରଇଲା ।
ମାତର୍ ଚାସ୍ ପାଚ୍ଲା ଦାପ୍ରେ କାଟ୍ବା ବେଲା କେଟିଆଇଲେ, ଚାସି କାଟ୍ବାକେ ଇଲା ଲାଗାଇସି ।”
କାଟ୍ବା ଜାକ ଦାନ୍ ଆରି ଜୁଡ୍ ଗାଁସ୍ ମିସ୍ତେ ବଡ । କାଟ୍ବା ଲକ୍ମନ୍କେ କଉଁ ସେମନ୍ ପର୍ତୁମ୍ ଜୁଡ୍ ଗାଁସ୍ କାଟି ବାରା ବାନ୍ଦି ପଡାଇ ଦେଅତ୍ । ତାର୍ ପଚେ ଦାନ୍ କାଟି ମାଣ୍ଡାଇ କଲ୍କିଟାନେ ସଙ୍ଗଉ ।”