18 ଦାପ୍ରେ ବିଜ୍ଲି ମାର୍ଲା, ଗଡ୍ଗଡି ମାର୍ଲା ଆରି ବେସି ଦର୍ତନି ଚୁଲ୍ବୁଲ୍ଲା । ମୁନୁସ୍ ଜାତି ତିଆର୍ କଲାତେଇଅନି ଏନ୍ତାରି ଦର୍ତନି ଚୁଲ୍ବୁଲ୍ବାଟା କେବେ ନ ଅଇରଇଲା । ଏଟା ସବୁର୍ଟାନେ ଅନି କାରାପ୍ ରଇଲା ।
ବସ୍ବା ଜାଗାଇଅନି ବିଜ୍ଲି ମାର୍ଲା ଆରି ଗୁଡ୍ଗାଡ୍ କରି ଗଡ୍ଗଡି ମାର୍ଲା । ବସ୍ବା ଜାଗାର୍ ମୁଆଟେ ସାତ୍ଟା ଜଇଉମ୍ଲା ଲାଗ୍ତେରଇଲା । ସେଟା ଅଇଲାନି ପର୍ମେସରର୍ ସାତ୍ଟା ଆତ୍ମା ।
ସର୍ଗେ ରଇବା ପର୍ମେସରର୍ ମନ୍ଦିର୍ ଉଗାଡି ଅଇଲା ଆରି ତେଇ ରାଜିନାମାର୍ ପେଡି ଡିସ୍ଲା । ତାର୍ପଚେ ବିଜ୍ଲି ଜଟକ୍ଲା, ଗଡ୍ଗଡି ମାର୍ଲା ଦର୍ତନି ଚୁଲ୍ବୁଲ୍ଲା ଆରି ବେସି କାରାପାକ୍ନା ମିସା ମାର୍ଲା ।
ସେଡ୍କିବେଲେ, ଏଦେ ଦେକା ! ବେସି ଦର୍ତନି ଚୁଲ୍ବୁଲି ଗାଲା । ନଅରର୍ ଦସ୍ବାଗେଅନି ଗଟେକ୍ ବାଗ୍ କୁରୁପ୍ନାସ୍ ଅଇଗାଲା । ଆରି ତେଇ ୭,୦୦୦ ଲକ୍ମନ୍ ମରିଗାଲାଇ । ବାକି ରଇଲା ଲକ୍ମନ୍ ଡରିକରି ସର୍ଗେ ରଇବା ପର୍ମେସରର୍ ବପୁକେ ଡାକ୍ପୁଟା କଲାଇ ।
ତାର୍ପଚେ ସେ ଦୁତ୍ ଦୁପ୍ ପଡାଇବା ଅର୍କି ନେଇକରି ବେଦିଟାନର୍ ଜଇସଙ୍ଗ୍ ବର୍ତି କଲା । ସେଟା ସେ ଦର୍ତନି ଉପ୍ରେ ପିଙ୍ଗିଦେଲା । ତେଇ ଗୁଡ୍ଗାଡ୍ କରି ଗଡ୍ଗଡି ମାର୍ଲା ଆରି ବିଜ୍ଲି ମାରି ଦର୍ତନି ଚୁଲ୍ବୁଲ୍ଲା ।
ଆରି ଏଦେ ଦେକା ! ମେଣ୍ଡା ପିଲା ଚଅ ଲମର୍ ସିଲ୍ ବାଙ୍ଗାଇବାଟା ମୁଇ ଦେକ୍ଲି । ତେଇ ଦର୍ତନି ଜବର୍ଅଇତେ ଚୁଲ୍ବୁଲ୍ଲା । ବେଲ୍ କାଲିଆ ଅଇ କର୍କର୍ସା ରଇବା ଲୁଗାପାରା ଅଇଗାଲା ଆରି ଜନ୍ ବନି ପାରା ପୁରାପୁରୁନ୍ ରଙ୍ଗ୍ ଅଇଗାଲା ।
ସେବେଲେ ଜନ୍ ଦୁକ୍ ପାଇବାକେ ପଡ୍ସି, ଦୁନିଆ ତିଆର୍ ଅଇଲାଟାନେଅନି ଆଜିକେ ଜାକ ଅଇ ରଇବା ସବୁ କସ୍ଟତେଇଅନି ଅଦିକ୍ ଅଇଜାଇସି । ସେନ୍ତାରି ଦୁକ୍ ଆଗ୍କେ ଆରି କେବେ ନ ଆସେ ।