21 ଆକାସେଅନି ପଚାସ୍ କେଜି ଲାକା ରଇବା କାରାପାକ୍ନାମନ୍ ଲକ୍ମନର୍ ଉପ୍ରେ ଅଦର୍ଲା । କାରାପାକ୍ନା ଅଦର୍ଲା ବିପଦର୍ଲାଗି ଲକ୍ମନ୍ ପର୍ମେସର୍କେ ସାଇପ୍ ଦେଲାଇ । କାଇକେବଇଲେ ସେଟାଗଟେକ୍ ବଡ୍ ବିପଦ୍ ରଇଲା ।
ସର୍ଗେ ରଇବା ପର୍ମେସରର୍ ମନ୍ଦିର୍ ଉଗାଡି ଅଇଲା ଆରି ତେଇ ରାଜିନାମାର୍ ପେଡି ଡିସ୍ଲା । ତାର୍ପଚେ ବିଜ୍ଲି ଜଟକ୍ଲା, ଗଡ୍ଗଡି ମାର୍ଲା ଦର୍ତନି ଚୁଲ୍ବୁଲ୍ଲା ଆରି ବେସି କାରାପାକ୍ନା ମିସା ମାର୍ଲା ।
ସେ ଅପର୍ବଲ୍ ତାତିର୍ ଲାଗି ସେମନ୍ ପଡିଗାଲାଇ । ଆରି ପର୍ମେସରର୍ ନାଉଁ ଦାରି ସାଇପ୍ ଦେଲାଇ । କାଇକେବଇଲେ ଏ ସବୁର୍ ମର୍ଡି ଉପ୍ରେ ତାର୍ଆକା ଅଦିକାର୍ ରଇଲା । ମାତର୍ ସେମନ୍ ଏନ୍ତାର୍ ଅଇଲାଇ ମସିଆ ତାକର୍ ପାପେଅନି ବାଉଡତ୍ନାଇ । ଆରି ପର୍ମେସରର୍ ବଡ୍ କାମ୍କେ ମାନତ୍ନାଇ ।
ତାକର୍ ଦୁକା ଆରି ଉଟାନର୍ ଲାଗି ସରଗର୍ ପର୍ମେସର୍କେ ସେମନ୍ ସାଇପ୍ ଦେଲାଇ । ମାତର୍ ତାକର୍ କାରାପ୍ ଚଲାଚଲ୍ତିର୍ ଲାଗି ସେମନ୍ ବାଉଡତ୍ନାଇ ।
ପର୍ତୁମର୍ ଦୁତ୍ ତାର୍ ମଇରି ପୁକ୍ଲା ଆରି ଏଦେ ଦେକା ! କାରାପାକ୍ନା ଆରି ଜଇ ଜନ୍ଟା କି ବନି ସଙ୍ଗ୍ ମିସିରଇଲା, ସେଟା ଦର୍ତନି ଉପ୍ରେ ଡାଲିଅଇଲା । ଦର୍ତନି ତିନ୍ବାଗ୍ ଅନି ଗଟେକ୍ ବାଗ୍ ପଡିଗାଲା । ତାର୍ ସଙ୍ଗ୍ ତିନ୍ବାଗେ ଅନି ଗଟେକ୍ ବାଗର୍ ଗଚ୍ମନ୍ ଆରି ସବୁ ଗାଁସ୍ମନ୍ ମିସା ପଡିଗାଲା ।