ପର୍କାସିତ 19:10 - ସତିଅର୍ ବାଟ୍ ନୁଆ ନିୟମ୍ 202010 ମୁଇ ତାକେ ଜୁଆର୍ କର୍ବି ବଲି ତାର୍ ଗଡେ ଡାଣ୍ଡାସନ୍ ପଡ୍ଲି, ମାତର୍ ସେ ମକେ କଇଲା, “ନିଚୁ, ମୁଇ ଆରି ତର୍ ସଙ୍ଗର୍ ବିସ୍ବାସି ବାଇମନ୍ ଜେତ୍କି ଲକ୍ ଆମେ ସବୁ ଜିସୁ ଜାନାଇରଇବା ସତ୍ ଦାରିଆଚୁ, ଆମେ ସବୁ ଅବ୍କା ଦାଙ୍ଗ୍ଡାମନ୍, ପର୍ମେସର୍କେ ଜୁଆର୍ କରା । କାଇକେବଇଲେ ଜିସୁ ଜନ୍ ସତ୍ ଜାନାଇଆଚେ, ସେଟାସେ ବବିସତ୍ ବକ୍ତାମନ୍କେ କାତାଅଇବାକେ ବପୁଦେଲାଆଚେ ।” Gade chapit la |
“ମୁଇ ଜଅନ୍, ତମର୍ ବିସ୍ବାସର୍ ଲାଗି ବାଇ ଅଇଲିଆଚି । ଜିସୁର୍ ସଙ୍ଗ୍ ଆମେ ମିସିଆଚୁକେ, ତାର୍ ରାଇଜେ ରଇବା ଲକ୍ମନର୍ପାଇ ଆସିରଇବା ସବୁ ଦୁକ୍ କସ୍ଟଟାନେ ମୁଇ ତମର୍ ସଙ୍ଗ୍ ମୁର୍ଚିକରି ଆଚି । ଚାରିବେଟ୍ତି ସମ୍ଦୁର୍ ରଇକରି ମଜାଇ ରଇବା ପାତ୍ମସ୍ ବଲି ଗଟେକ୍ ରାଇଜେ ମକେ ନେଇରଇଲା । ମୁଇ ପର୍ମେସରର୍ କାତା ଆରି ଜିସୁ ଦେଇରଇବା ସିକିଆ ଜାନାଇରଇଲିଜେ, ମକେ ସେନ୍ତାରି କଲା ।
ତମେ ବେସି ବିସଇଟାନେ ପୁରାପୁରୁନ୍ ଆଚାସ୍ । ସବୁ ବିସଇଟାନେ ସାଉକାର୍ ଅଇଆଚାସ୍ । ବିସ୍ବାସେ ଡାଁଟ୍ଆଚାସ୍, ବାକିଅ ସିକାଇବାକେ ଜାନିଆଚାସ୍, ବାକିଅତେଇ ତମର୍ ଗିଆନ୍ ଜବର୍ ଆଚେ, ସଙ୍ଗର୍ ବିସ୍ବାସିମନ୍କେ ସାଇଜ କର୍ବାଟା ଆରି ଆମର୍ପାଇ ରଇବା ତମର୍ ଆଲାଦ୍ ବେସି ବଡ୍ ଆଚେ । ସେନ୍ତାରିସେ ଦାନ୍ ଦେବାଟାନେ ମିସା ଅଦିକ୍ ଅଦିକ୍ ଦିଆସ୍ ବଲି ଆମେ ମନ୍ କଲୁନି ।