8 ସୁମର୍ନା ମଣ୍ଡଲିକେ ଦେକାରକା କର୍ତେରଇବା ଦୁତ୍କେ ଲେକା । ଏ କବର୍ ମର୍ଟାନେଅନି ପାଟାଇଲିନି । ଆରାମେଅନି ସବୁ ବିସଇ କର୍ବା ଲକ୍ ମୁଇ ଆରି ସାରାଇବା ଲକ୍ ମିସା ମୁଇସେ । ମୁଇ ମରିରଇଲି ଆରି ଜିବନ୍ ଅଇକରି ଉଟ୍ଲି ।
ମାପ୍ରୁ ପର୍ମେସର୍ ସବୁର୍ଟାନେଅନି ଅଦିକ୍ ବପୁର୍ଟା । ସେ ଏବେ ମିସା ଆଚେ । ସେ ଆଗ୍ତୁ ରଇଲା । ଆରି କାଲ୍ କାଲ୍ ଜୁଗ୍ ଜୁଗ୍ ରଇସି । ସେ କଇଲାଆଚେ “ଆରାମେଅନି ସବୁ ବିସଇ କର୍ବା ଲକ୍ ମୁଇ, ଆରି ସାରାଇବା ଲକ୍ ମିସା ମୁଇସେ ।”
ତୁଇ ଦେକ୍ଲାଟା ବଇଟାନେ ଲେକ୍ ଆରି ଏପିସିୟ, ସୁର୍ନା, ପର୍ଗାମା, ତିଆଟିରା, ସାର୍ଦି, ପିଲାଦେଲ୍ପିଆ ଆରି ଲାଉଦିକିଆଇ ମଣ୍ଡ୍ଲିତେଇ ପାଟାଆ ବଲି ସେ ସବଦ୍ ସୁନ୍ଲି ।”
ସେ କଇଲା, ଏପିସସ୍ ମଣ୍ଡଲିକେ ଦେକାରକା କର୍ବା ଦୁତ୍କେ ଲେକା । ଏ କବର୍ ମର୍ଟାନେଅନି ପାଟାଇଲିନି । ସାତ୍ଟା ତାରାକେ ମୁଇ ମର୍ ଉଜାବାଟେ ଦାରିରଇବି । ସାତ୍ଟା ସୁନାର୍ ବତିଡାଣ୍ଡି ମଜାଇ ଇଣ୍ଡ୍ତେରଇବି ।
କାଇକେବଇଲେ କିରିସ୍ଟ ମରିଗାଲା ଆରି ମଲାତେଇଅନି ଆରିତରେକ୍ ଉଟ୍ଲା । ସେଟାର୍ପାଇ ସେ ମଲାଲକ୍ମନ୍କେ ଆରି ଜିବନ୍ ରଇଲା ଲକ୍ମନ୍କେ ସାସନ୍ କର୍ସି ।
ମୁଇ ପର୍ତୁମର୍ ଲକ୍ ଆରି ସାରାସାରିର୍ ଲକ୍ । ମୁଇ ଆରାମ୍ କର୍ବି ଆରି ମୁଇସେ ସାରାଇବି ।”