ପର୍କାସିତ 20:14 - ସତିଅର୍ ବାଟ୍ ନୁଆ ନିୟମ୍ 202014 ତାର୍ପଚେ ମଲା ଲକର୍ ଜାଗାଇଅନି ଆଇଲା ସବୁଲକର୍ ଗାଗଡ୍ ଆରି ଆତ୍ମା, ଜଇର୍ ଗାଡେ ପିଙ୍ଗ୍ଲାଇ । ସେ ଗାଡ୍ ଅଇଲାନି ଦୁଇ ଲମରର୍ ମରନ୍ Gade chapit la |
ମାତର୍ ଜେ ମର୍ସଙ୍ଗ୍ ଆଇବାକେ ଡର୍ବାଇ, ଆରି ବିସ୍ବାସ୍ ନ କରତ୍, ଜାର୍ ଚଲାଚଲ୍ତି କାରାପ୍, ଜେ କି ନର୍ମାରୁମନ୍ ଆଚତ୍, ଜନ୍ ଲକ୍ମନ୍ କାରାପ୍ ରିତିନିତି ଅବିଆସ୍ କର୍ବାଇ, ଜନ୍ଲକ୍ମନ୍ ମଁତର୍ ଜଁତର୍ କର୍ବାଇ ଆରି ଜନ୍ ଲକ୍ମନ୍ ମିଚ୍ ଦେବ୍ତାମନ୍କେ ଜୁଆର୍ କର୍ବାଇ, ଆରି ଜେତ୍କି ସବୁ ମିଚୁଆମନ୍ ରଇବାଇ, ତାକର୍ ସେସର୍ ବେଲା ଏନ୍ତାରି ଅଇସି । ସେମନ୍କେ ଲାଗ୍ତେରଇବା ଗନ୍ଦ୍ଟାନେ ପିଙ୍ଗା ଅଇସି । ସେଟା ଅଇଲାନି ପଚର୍ ମରନ୍ ।
ତେଇ ପସୁକେ ବନ୍ଦିକରି ନେଲାଇ । ତାର୍ ସଙ୍ଗ୍ ଜନ୍ ମିଚ୍ କଇବା ବବିସତ୍ବକ୍ତା, ଜେ କି ତାର୍ ମୁଆଟେ କାବାଅଇଜିବା କାମ୍ମନ୍ କର୍ତେରଇଲା, ତାକେ ମିସା ବନ୍ଦିଗରେ ନେଲାଇ । ଏ କାବାଅଇଜିବା କାମ୍ମନର୍ ଲାଗି ସେ ଲକ୍ମନ୍କେ ନାଡାଇରଇଲା । ଜନ୍ ଲକ୍ମନ୍ କି ପସୁର୍ ଚିନ୍ ଗଦିଅଇକରି ତାର୍ ମୁର୍ତିକେ ଜୁଆର୍ କର୍ତେରଇଲାଇ ସେ ପସୁ ଆରି ମିଚ୍ କଇବା ବବିସତ୍ବକ୍ତା ଦୁଇଲକ୍ଜାକ ଜିବନ୍ ରଇତେ ଗନ୍ଦ୍ ଅଇତେରଇବା ଜଇର୍ ଗାଡେ ପିଙ୍ଗାଅଇଲା ।
ତାର୍ପଚେ ସଇତାନ୍ ଜେ କି ସେମନ୍କେ ନାଡାଇଲା, ଜଇ ଆରି ଗନ୍ଦ୍ରସ୍ ରଇବା ଗାଡେ ପିଙ୍ଗାଅଇଲା । ସେ ପସୁ ଆରି ମିଚ୍ କଇବା ବବିସତ୍ବକ୍ତା ଆଗେଅନି ତେଇ ପିଙ୍ଗାଅଇରଇଲାଇ । ସେମନ୍ ତେଇରଇକରି ଦିନ୍ ରାତି କାଲ୍ କାଲ୍ ଜୁଗ୍ ଜୁଗ୍ ସେ ଲକ୍ମନ୍କେ କାବା କରିରଇଲା, ତାକେ ଜଇ ଆରି ଗନ୍ଦ୍ତେ ରଇବା ଗାଡେ ନସ୍ଟ କରାଇଲା, ସେ ତେଇ ସେ ପସୁ ଆରି ମିଚ୍ସିକିଆ ଦେଉଁ ବାବବାଦିମନ୍ ମିସା ଆଚତ୍, ଆରି ସେ ଲକ୍ମନ୍ ଦିନ୍ରାତିଜାକ କସ୍ଟ ବଗ୍ବାଇ ।