5 ତାର୍ପଚେ ଜେ ବସ୍ବା ଜାଗାଇ ବସିରଇଲା, ସେ କଇଲା “ମୁଇ ଏବେ ସବୁ ବିସଇ ନୁଆ କଲିନି ।” ସେ ମକେ ଆରି କଇଲା “ଏଟା ଲେକିକରି ସଙ୍ଗ । କାଇକେବଇଲେ ଏ ବାକିଅ ସବୁ ସତ୍ । ଆରି ବିସ୍ବାସ୍ କରିଅଇସି ।”
ଜେ ଜଦି କିରିସ୍ଟ ସଙ୍ଗ୍ ମିସ୍ଲେ ସେ ଗଟେକ୍ ନୁଆ ଲକ୍ ଅଇସି । ପୁର୍ନା ଚଲାଚଲ୍ତି ଆରି ନାଇନି, ସବୁଜାକ ନୁଆ ଅଇଗାଲା ଆଚେ ।
ତାର୍ପଚେ ଦୁତ୍ ମକେ କଇଲା, “ଏଟା ଲେକି ସଙ୍ଗଇର । ମେଣ୍ଡାପିଲାର୍ ବିବା ବଜିକେ ଜେତ୍କି ଲକ୍କେ ଡାକ୍ରା ଅଇଲାଆଚେ । ସେମନ୍ କେଡେକ୍ ନିକ କରମର୍ ଲକ୍ ।” ଆରି ଦୁତ୍ କଇଲା, “ଏଟା ପର୍ମେସରର୍ ସତ୍ ବାକିଅ ।”
ତାର୍ପଚେ ଦୁତ୍ ମକେ କଇଲା “ଏ ବାକିଅ ସବୁ ସତ୍ ଆରି ବିସ୍ବାସ୍ କରିଅଇସି । ମାପ୍ରୁ ପର୍ମେସର୍ ଜେ କି ତାର୍ ଆତ୍ମା ବବିସତ୍ବକ୍ତାମନ୍କେ ଦେଇରଇଲା, ସେ ତାର୍ ଦୁତ୍କେ ପାଟାଇଆଚେ । ଆଇବା ଦିନ୍ମନ୍କେ କାଇଟା ଅଇସି, ସେଟା ତାର୍ ଦାଙ୍ଗ୍ଡାମନ୍କେ ଦେକାଇସି ।”
ତାର୍ପଚେ ମୁଇ ଗଟେକ୍ ବଡ୍ଟା ଦବ୍ ବସ୍ବା ଜାଗା ଆରି ଜେ ତାର୍ ଉପ୍ରେ ବସିରଇଲା, ତାକେ ଦେକ୍ଲି । ସରଗ୍ ଆରି ଦର୍ତନି ତାର୍ ମୁଆଟେଅନି ପାଲାଇଲାଇ ଆରି କେବେ ଡିସତ୍ନାଇ ।
ସେ ଦାପ୍ରେ ଆତ୍ମା ମକେ ଗଟେକ୍ ସପନ୍ ଦେକାଇଲା । ସର୍ଗର୍ ବସ୍ବାଟାନେ ଗଟେକ୍ ଲକ୍ ବସିରଇବାଟା ମୁଇ ଦେକ୍ଲି ।
ଚାରିଟା ଜିବନ୍ ରଇବା ପସୁମନ୍ ଜେ ବସ୍ବା ଜାଗାଇ ବସିରଇଲା ତାର୍ ମଇମାର୍, ଡାକ୍ପୁଟା ଆରି ଦନିଅବାଦର୍ ଗିତ୍ ସୁନାଇତେରଇଲାଇ । ସେ କାଲ୍ କାଲ୍ ଜୁଗ୍ ଜୁଗ୍ ବଁଚ୍ସି । ସେମନ୍ ସେନ୍ତାରି କଲାକେ
ତେବର୍ ପାଇ ତମେ ଏବେ ଜାଇଜାଇଟା ଦେକି ଆଚାସ୍ ଆରି ଜାଇଜାଇଟା ଏବେ ଗଟ୍ଲାନି ଆରି ପଚ୍କେ ଗଟ୍ସି, ସେଟା ସବୁ ଲେକିକରି ସଙ୍ଗୁଆ ।
ତୁଇ ଦେକ୍ଲାଟା ବଇଟାନେ ଲେକ୍ ଆରି ଏପିସିୟ, ସୁର୍ନା, ପର୍ଗାମା, ତିଆଟିରା, ସାର୍ଦି, ପିଲାଦେଲ୍ପିଆ ଆରି ଲାଉଦିକିଆଇ ମଣ୍ଡ୍ଲିତେଇ ପାଟାଆ ବଲି ସେ ସବଦ୍ ସୁନ୍ଲି ।”
ଜେ ବସ୍ବା ଜାଗାଇ ବସିରଇଲା ତାର୍ ଉଜା ଆତେ ଗୁଡିଆଇଅଇରଇବା ଗଟେକ୍ ପୁର୍ନା କାଗଜ୍ ଦେକ୍ଲି । ସେଟା ଦୁଇବାଟେ ଲେକା ଅଇରଇଲା । ଆରି ସାତ୍ଟା ସିଲ୍ ମାରି ଡାବିରଇଲାଇ ।
ଜେଡେବେଲେ ସେ ଆରିତରେକ୍ ବଲି କଇରଇଲା, ତାର୍ ଅରତ୍ ଅଇଲାନି ତିଆର୍ କରିରଇବା ସବୁଜାକ ଚୁଲ୍ବୁଲାଇ କରି ସବୁଜାକ ଦାରିଜାଇସି । ଜେନ୍ତାରି କି ନ ଚୁଲ୍ବୁଲ୍ବାଟାସେ ରଇସି ।
ଏ ବବିସତ୍ କାତାର୍ ବଇଟାନେଅନି କେ ଜଦି କାଇ ବିସଇ ମିସା ଲୁଚାଇଦେଲେ, ଏ ବଇଟାନେ ଲେକାଅଇରଇବା ଜିବନର୍ ଗଚର୍ ପଲ୍ ଆରି ସୁକଲ୍ ନଅରେଅନି ସେମନ୍ ପାଇରଇବାଟା ତାକର୍ଟାନେଅନି ଦାରିଜାଇସି ।
ତେବେ ମଦ୍ ଉତ୍ରାଇଲା ଦାପ୍ରେ ନୁଆ ଗାଗ୍ରିଟାନେ ରକଇ ସଙ୍ଗଇବାର୍ଆଚେ ।