ରମିୟ 1:13 - ସତିଅର୍ ବାଟ୍ ନୁଆ ନିୟମ୍ 202013 ବାଇବଇନିମନ୍, ତମର୍ ଟାନେ ଆଇବାକେ ମୁଇ ବେସି ତର୍ ମନ୍ କରିରଇଲି, ମାତର୍ ଦାରାବାନ୍ଦାଅଇ ଜାଇରଇଲି ଜେ ଆଜିକେ ଜାକ ଆସି ନାପାର୍ଲିନି । ବିନ୍ ବିନ୍ ଜାଗାର୍ ଜିଉଦି ନଇଲା ଲକ୍ମନର୍ ବିତ୍ରେ ସୁବ୍କବର୍ ଜାନାଇକରି ମକେ ଜେତ୍କି ସାର୍ଦା ମିଲ୍ଲା ଆଚେ, ତମର୍ ଜାଗାଇ ମିସା ସେଟା କର୍ବାକେ ମୁଇ ମନ୍ କଲିନି । Gade chapit la |
ସେ ବିଚାର୍ନା ଜାଗାଇ ଜେତ୍କି ଜିଉଦି ନ ଅଇଲା ଲକ୍ମନ୍ ରୁଣ୍ଡିରଇଲାଇ, ସେମନ୍କେ ସବୁକେ ଜିସୁକିରିସ୍ଟର୍ ସୁବ୍କବର୍ ଜେନ୍ତାରିକି ମୁଇ ପୁରାପୁରୁନ୍ ବାବେ ଜାନାଇପାର୍ବି, ସେଟାର୍ପାଇ ମାପ୍ରୁ ମର୍ସଙ୍ଗ୍ ରଇକରି ମକେ ବପୁଦେଲାଆଚେ । ସେ ବିଚାର୍ନାର୍ ସାରାସାରି ମକେ କାଇବାକେ ଆସିରଇବା ଗଟେକ୍ ସିଅଁର୍ ଟାନେଅନି ରକିଆ କଲାପାରା ମାପ୍ରୁ ରକିଆ କଲା ।
ଏ ବାଇବଇନିମନ୍, ଏ ବିସଇଟାନେ ଗଟେକ୍ ଲୁଚିରଇଲା ସତ୍ ତମେ ବୁଜା ବଲି ମୁଇ ମନ୍ କଲିନି । ଆମେ ଜିଉଦିମନର୍ ଟାନେଅନି ବଡ୍ ଆଚୁ ବଲି ତମେ ବଡ୍ପନ୍ ନ ଅଇବାକେ, ଏଟା ତମ୍କେ ବୁଜାଇଲିନି । ଜିଉଦିମନର୍ କାତା ନ ମାନ୍ବାଟା, ବେସିଦିନ୍ ଜାକ ନ ରଏ । ମାତର୍ ଜେତ୍କି ଜିଉଦି ନ ଅଇଲା ଲକ୍ମନ୍କେ ପର୍ମେସର୍ ବାଚ୍ଲାଆଚେ, ସେମନ୍ ବିସ୍ବାସ୍ କର୍ବାଜାକ ସେଟା ରଇସି ।
ଏ ବାଇବଇନିମନ୍, ମର୍ କଇବା କାତା ଅଇଲାନି, ତମେ ଉପାସନା କର୍ବାକେ ରୁଣ୍ଡ୍ଲା ବେଲାଇ ଏନ୍ତାରି କରା । ତମର୍ ବିତ୍ରେଅନି କାକେ କାକେ ଗିତ୍ ଆଚେ, କାକେ କାକେ, ସିକିଆ ଦେବାଟା ଆଚେ, ଆରି କାକେ କାକେ ପର୍ମେସରର୍ ଟାନେ ଅନି କାତା ପାଇ, ସେଟା ଜାନାଇବାଟା ଆଚେ, କି ନାଜାନ୍ଲା ବାସାଇ କାତା କଇବାଟା ଆଚେ, ଆରି କାକେ କାକେ ନାଜାନ୍ଲା ବାସାଇ କଇଲା କାତାର୍ ଅରତ୍ ବୁଜାଇବା ବପୁ ଆଚେ, ଏନ୍ତି କାଇଟା ନଇଲେ କାଇଟା ଆଚେ । ଏଟା ସବୁ ଅଇସି, ତେବେ ମଣ୍ଡଲିର୍ ବିସ୍ବାସି ମନର୍ ବିସ୍ବାସ୍ ଡାଁଟ୍ ଅଇସି ।