ରମିୟ 1:8 - ସତିଅର୍ ବାଟ୍ ନୁଆ ନିୟମ୍ 20208 ମୁଇ ତମ୍କେ ପର୍ତମେ ଏ ବିସଇ କଇବାକେ ମନ୍ କରି ରଇଲିଜେ, ତମର୍ ସବୁଲକର୍ପାଇ ମୁଇ ମାପ୍ରୁ ଜିସୁର୍ ନାଉଁ ଦାରି ପର୍ମେସର୍କେ ଦନିଅବାଦ୍ ଦେଲିନି । କାଇକେବଇଲେ ଗୁଲାଇ ଜଗତର୍ ଲକ୍, ତମେ ବିସ୍ବାସ୍ କରିରଇବା ବିସଇ ସୁନ୍ଲାଇନି । Gade chapit la |
ଜନ୍ ଲକ୍ମନ୍ କବର୍ ଜାନାଇଲାଇନି, ଆମେ ପର୍ମେସରର୍ କବର୍ ଜାନାଇଲୁନି, ବଲି ଜାଗ୍ରତ୍ ରଇବାର୍ ଆଚେ । ଜନ୍ ଲକ୍ମନ୍ ତାକର୍ ବାଇବଇନିମନ୍କେ ସେବା କଲାଇନି, ଆମେ ପର୍ମେସର୍ ବପୁ ଦେଲାକେସେ, ସେବାକଲୁନି ବଲି ଏତାଅତ୍ । ତମେ କରିରଇବା ସବୁ କାମେ ଜିସୁକିରିସ୍ଟର୍ଟାନେଅନି ପର୍ମେସର୍ ଡାକ୍ପୁଟା ପାଅ । ସେ ଆକା କାଲ୍ କାଲ୍ ଜୁଗ୍ ଜୁଗ୍ ମଇମା ଆରି ବପୁ ପାଇସି । ଆମେନ୍ !